Masthead

୨୪ ନିର୍ବାଚନକୁ ଅପେକ୍ଷା କରନ୍ତୁ ମୋଦି: କେସି ଭେନୁଗୋପାଳ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୭୭ତମ ସ୍ୱାଧୀନତା ଦିବସରେ ଦେଶକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଆସନ୍ତାବର୍ଷ ଏହି ଲାଲକିଲାରୁ ପତାକା ଉତ୍ତୋଳନ କରିବି । ଯାହାକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ । ସେ କହିଛନ୍ତି ‘୨୦୨୪ରେ ଦେଶର ଲୋକମାନେ ନିଷ୍ପତ୍ତି ନେବେ କିଏ କ୍ଷମତାକୁ ଆସିବ କିଏ ଆସିବ ନାହିଁ । ଅନ୍ତଃତ ୨୦ ପକ୍ଷେ ୨୦୨୪ ସାଧାରଣ ନିର୍ବାଚନ ପାଇଁ ଅପେକ୍ଷା କରନ୍ତୁ । ଲାଲକିଲାରୁ ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ ପ୍ରଧାନମନ୍ତ୍ରୀ ।

ଶେଷରେ ସେ ୨୦୨୪ରେ ପୁଣି ଥରେ ଫେରିବା ବିଷୟରେ କହିଥିଲେ। ପରବର୍ତ୍ତୀ ସମୟରେ ଅଗଷ୍ଟ ୧୫ରେ ଏହି ଲାଲକିଲାରୁ ମୁଁ ଦେଶର ଉପଲବ୍ଧତା, ଏହାର ସଫଳତା ଏବଂ ଗୌରବ ଆପଣଙ୍କ ସାମ୍ନାରେ ଉପସ୍ଥାପନ କରିବି। ସେ କହିଛନ୍ତି ଦୁର୍ନୀତି ଭାରତର ବିକାଶକୁ ବନ୍ଦ କରିଦେଉଛି । ତ୍ରୁଣମୂଳ ସ୍ତରରୁ ଦୁର୍ନୀତିକୁ ହଟାଇବାର ସମୟ ଆସିଛି । ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଶେଷ ଥର ପାଇଁ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଲଗାତାର ତାଙ୍କର ୧୦ମ ସ୍ୱାଧୀନତା ଦିବସ ସମାରୋହରେ ଦେଶବାସୀଙ୍କ ଉଦେ୍ଦଶ୍ୟରେ ଫ୍ଲାଗସିମ୍ ସ୍କିମ ଉନ୍ମୋଚନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି