ଆଜି ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ, ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ। ସବୁଠି ସ୍ୱତନ୍ତ୍ରତାର ଏହି ଦିନକୁ ନେଇ ଉତ୍ସାହର ମାହୋଲ ଦେଖାଦେଇଛି । ଆଜି ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲଗାତାର ୧୧ ଥର ପାଇଁ ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି। ତାପୂର୍ବରୁ ପ୍ରଧାନମନ୍ତ୍ରୀ ରାଜଘାଟ ଯାଇ ମହାତ୍ମାଗାନ୍ଧିଙ୍କ ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଚଳିତବର୍ଷ ସ୍ୱାଧୀନତା ଦିବସର ଥିମ୍ ରହିଛି ବିକଶିତ ଭାରତଅ୨୦୪୭।

ଅର୍ଥାତ ଦେଶ ସ୍ୱାଧୀନତାର ଶହେ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟ ରଖିଛନ୍ତି ସରକାର। ଆଜି ଲାଲକିଲ୍ଲା କାର୍ୟ୍ୟକ୍ରମରେ ୬ ହଜାର ଅତିଥିଙ୍କୁ ନିମନ୍ତ୍ରିତ କରାଯାଇଛି। ଚାଷୀ, ଆଦିବାସୀ, ମହିଳା, ଆଶା କର୍ମୀ ଭଳି ଅତିଥି ରହିଛନ୍ତି। ତାସହ ଅଟଳ ଇନୋଭେସନ୍ ମିଶନ, ପିଏମ୍ ଶ୍ରୀ, ‘ମେରା ୟୁବା ଭାରତ’ ଭଳି ବିଭିନ୍ନ ଯୋଜନାରେ ଅନ୍ତର୍ଭୁକ୍ତ ଥିବା ଓ ଉଲ୍ଲେଖନୀୟ କାର୍ୟ୍ୟ କରିଥିବା ଛାତ୍ରଛାତ୍ରୀ ବି ଏହି କାର୍ୟ୍ୟକ୍ରମରେ ସାମିଲ ହେଉଛନ୍ତି। ସେହିପରି ପ୍ୟାରିସ୍ ଅଲିମ୍ପିକ୍ସରେ ଯୋଗ ଦେଇଥିବା ଆଥଲେଟଙ୍କୁ ବି ନିମନ୍ତ୍ରଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ