Masthead

୨୩୪ ରୁ ବଢିଲା ଇଣ୍ଡିଆ ମେଣ୍ଟର ସାଂସଦ ସଂଖ୍ୟା

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ); ୨୩୪ ଆସନ ଜିତିଥିବା ଇଣ୍ଡିଆ ମେଣ୍ଟ ଭିତରେ ଭିତରେ ସଂଖ୍ୟା ବଢାଇବାରେ ଲାଗିଛି । ଏହି କ୍ରମରେ ଆଜି ମହାରାଷ୍ଟ୍ର ସାଂଗଲରୁ ସ୍ୱାଧୀନ ଭାବେ ନିର୍ବାଚନ ଜିତିଥିବା ବିଶାଲ ପାଟିଲ ଆଜି ଇଣ୍ଡିଆ ମେଣ୍ଟକୁ ସମର୍ଥନ ଜଣାଇଛନ୍ତି । ଏହି ସମୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ମଧ୍ୟ ଉପସ୍ଥିତ ଥିଲେ ।

ସେପଟେ ଦିଲ୍ଲୀରେ କମଲନାଥ ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି । ଭେଟ ପରେ ବାହାରକୁ ଆସି କମଲନାଥ କହିଛନ୍ତି ସେ ନୀତିଶ କୁମାର ଓ ଚନ୍ଦ୍ରବାବୁ ନାଇଡୁଙ୍କ ଗତିବିଧି ଉପରେ ନଜର ରଖିଛନ୍ତି । ଅନ୍ୟପଟେ ମୁମ୍ବାଇ ରେ କଂଗ୍ରେସ ନେତାଙ୍କର ଏକ ବୈଠକରେ ନବ ନିର୍ବାଚିତ ଦଳର ସମସ୍ତ ସାଂସଦ ଯୋଗ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ