Masthead

ରୋହିତ ଶର୍ମାଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ଭାରତ ଆଫଗାନିସ୍ତାନ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମ୍ୟାଚ୍ । ମୋହାଲିରେ ସନ୍ଧ୍ୟା ୭ଟାରେ ଖେଳାଯିବ ମ୍ୟାଚ୍ । ରୋହିତ ଶର୍ମାଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଭାରତ । କୋହଲି, ସୂର୍ଯ୍ୟକୁମାର ଓ ପାଣ୍ଡ୍ୟାଙ୍କ ବିନା ମଇଦାନକୁ ଓହ୍ଲାଇବ ଟିମ୍ । ଏହି ଦୁଇ ଦଳ ମଧ୍ୟରେ ଗୁରୁବାରଠୁ ମୋହାଲି‌, ଇନ୍ଦୋର ଓ ବେଙ୍ଗାଲୁରୁରେ ୩ ମ୍ୟାଚ୍‌ ବିଶିଷ୍ଟ ଟ୍ୱେଣ୍ଟି-୨୦ ଶୃଙ୍ଖଳା ଆରମ୍ଭ ହେବ।

ପାଖାପାଖି ୧୪ ମାସ‌ ପରେ ଟ୍ବେଣ୍ଟି-୨୦ ଫର୍ମାଟ୍‌କୁ ପ୍ରତ୍ୟାବର୍ତ୍ତନ କରୁଥିବା ଭାରତୀୟ ଅଧିନାୟକ ରୋହିତ ଶର୍ମା ଓ ବିରାଟ କୋହଲି ଆସନ୍ତା ଆଫଗାନିସ୍ତାନ ବିପକ୍ଷ ସୀମିତ ଓଭର ଶୃଙ୍ଖଳାରେ ଆକର୍ଷଣର କେନ୍ଦ୍ର ହେବେ। ଯଦିଓ ବ୍ୟକ୍ତିଗତ କାରଣ ପାଇଁ କୋହଲି ପ୍ରଥମ ମ୍ୟାଚ୍‌ରେ ଖେଳିବେନି, କିନ୍ତୁ ଦ୍ବିତୀୟ ମ୍ୟାଚ୍‌ ବେଳକୁ ସେ ଦଳ ସହିତ ଯୋଗଦେଇ ସାରିଥିବେ ବୋଲି ଜଣାପଡ଼ିଛି। ପ୍ରଥମ ଥର ପାଇଁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ କୌଣସି ଧଳା ବଲ୍‌ ଶୃଙ୍ଖଳା ଖେଳାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା