ଇଣ୍ଡିଆ ମେଣ୍ଟର ବୈଠକ ଶେଷ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):ଦିଲ୍ଲୀରେ ଇଣ୍ଡିଆ ମେଣ୍ଟର ବୈଠକ ଶେଷ ହୋଇଛି । ଏହି ବୈଠକରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ପାଇଁ ଚର୍ଚ୍ଚା ମଧ୍ୟ ହୋଇଛି । ମଲ୍ଲିକାର୍ଜୁନ ଖଡଗେଙ୍କ ନାଁ ପ୍ରସ୍ତାବ ଆସିଛି । ଖଡଗେଙ୍କ ନାଁ ପ୍ରସ୍ତାବ ଦେଇଛନ୍ତି ମମତା ବାନାର୍ଜୀ । ସିଟ ସେୟାରିଂ ଉପରେ ମଧ୍ୟ ଆଲୋଚନା ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’