Masthead

ଆମର ଲଢେଇ ଦେଶକୁ ବଞ୍ଚାଇବା:ମମତା ବାନାର୍ଜି

କୋଲକାତା (ବଡ଼ ଖବର ବ୍ୟୁରୋ): ୨୪ ଲୋକସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ପାଖେଇ ଆସୁଛି । ଆଜିଠୁ ମୁମ୍ବାଇରେ ଦୁଇ ଦିନିଆ ବିରୋଧୀ ଦଳ ବୈଠକ । ସାମିଲ ହେବେ ୨୬ରୁ ଅଧିକ ବିରୋଧୀ ଦଳ । ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ବୈଠକରେ ଭାଗ ନେବାକୁ ବିରୋଧୀ ଦଳର ନେତାଙ୍କ ଆଗମନ ପ୍ରକ୍ରିୟା ଆରମ୍ଭ କରିଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀ ମଧ୍ୟ ବୁଧବାର ମୁମ୍ବାଇରେ ପହଞ୍ଚିଛନ୍ତି। ପୂର୍ବରୁ ବିଧାନସଭା ନିର୍ବାଚନ ସମୟରେ ମମତା ବାନାର୍ଜୀଙ୍କ ଦଳ ଟିଏମସି ଦ୍ୱାରା ‘ଖେଲା ହୋଗା’ ସ୍ଲୋଗାନ ଉଠାଯାଇଥିଲା ।

ଯାହା ଉପରେ ବହୁ ଚର୍ଚ୍ଚା ହୋଇଥିଲା। ଏବେ ପୁଣି ଥରେ ଟିଏମସି ମୁଖ୍ୟ ଏହାକୁ ପୁନରାବୃତ୍ତି କରିଛନ୍ତି। ମୁମ୍ବାଇର ମିଡିଆ ବ୍ୟକ୍ତିବିଶେଷଙ୍କ ସହ କଥାବାର୍ତ୍ତା ବେଳେ ସେ ଏହା କହିଛନ୍ତି। ସିଏମ୍ ମମତା ବାନାର୍ଜୀ ‘ଇଣ୍ଡିଆନ୍ ନ୍ୟାସନାଲ ଡେଭଲପମେଣ୍ଟାଲ୍ ଇନକ୍ଲୁସିଭ୍ ଆଲାଇନ୍ସ’ (ଇଣ୍ଡିଆ) ର ବୈଠକରେ ଭାଗ ନେବାକୁ ମୁମ୍ବାଇରେ ପହଞ୍ଚିଛନ୍ତି। ଗୁରୁବାର-ଶୁକ୍ରବାର (୩୧ ଅଗଷ୍ଟ ଏବଂ ୧ ସେପ୍ଟେମ୍ବର) ମୁମ୍ବାଇର ହୋଟେଲ ଗ୍ରାଣ୍ଡ ହାଇଟ୍ ଠାରେ ଏହି ମିଳିତ ବୈଠକ ଅନୁଷ୍ଠିତ ହେବ। ମମତା କହିଛନ୍ତି ଆମର ଲଢେଇ ଦେଶକୁ ବଞ୍ଚାଇବା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ