Masthead

ଋଷ ଟିକାକୁ ଅନୁମତି ଦେଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଋଷ ଟିକାକୁ ଭାରତରେ ଅନୁମତି । ଋଷ ଟିକା ‘ସ୍ଫୁଟନିକ୍ ଭି ଲାଇଟ’କୁ ତୃତୀୟ ପର୍ଯ୍ୟାୟ କ୍ଳିନିକାଲ ଟ୍ରାଏଲ ଲାଗି ଅନୁମତି ଦେଇଛନ୍ତି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆ (ଡିସିଜିଆଇ) । ‘ସ୍ପୁଟ୍‌ନିକ୍‌ ଲାଇଟ୍‌’ର ତୃତୀୟ ପର୍ଯ୍ୟାୟ କ୍ଳିନିକାଲ୍ ପରୀକ୍ଷା ନି‌ମନ୍ତେ ‘ଡିସିଜିଆଇ’ର ‘ସବ୍‌ଜେକ୍ଟ୍‌ ଏକ୍ସପର୍ଟ କମିଟି’ (ଏସ୍‌ଇସି) ସୁପାରିସ କରିଥିଲା ।

ପୂର୍ବରୁ ଦେଶରେ ଋଷ ଟିକାର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଅନାବଶ୍ୟକ କହି ଜୁଲାଇ ମାସରେ, ‘ଡିସିଜିଆଇ’ର ‘ସବ୍‌ଜେକ୍ଟ୍‌ ଏକ୍ସପର୍ଟ କମିଟି’ ‘ସ୍ପୁଟ୍‌ନିକ୍‌-ଲାଇଟ୍‌’ର ଜରୁରୀକାଳୀନ ବ୍ୟବହାର ସ୍ୱୀକୃତି ମଞ୍ଜୁର କରିବାକୁ ଅଗ୍ରାହ୍ୟ କରି ଦେଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା