Masthead

୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବର ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା । ଏସିଆ କପ୍‌ରେ ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ । ଆସନ୍ତା ୨୧ରେ ପରସ୍ପରକୁ ଭେଟିବେ ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦ୍ବ । ୟୁଏଇକୁ ୪୧ ରନ୍‌ରେ ହରାଇବା ପରେ ଗ୍ରୁପ୍‌-୪ରେ ପାକିସ୍ତାନ । ପୂର୍ବରୁ ଗ୍ରୁପ୍‌-୪ରେ ପ୍ରବେଶ କରି ସାରିଥିବା ଭାରତକୁ ଭେଟିବ ପାକିସ୍ତାନ । ଟୁର୍ଣ୍ଣାମେଣ୍ଟର ଲିଗ୍‌ ମ୍ୟାଚରେ ଭାରତ ଠାରୁ ହାରିଛି ପାକିସ୍ତାନ ।

 ରବିବାର ଦିନ ଏହି ଟୁର୍ଣ୍ଣାମେଣ୍ଟରେ ଭାରତ ଏବଂ ପାକିସ୍ତାନ ଏକ ଗ୍ରୁପ୍ ପର୍ୟ୍ୟାୟ ମ୍ୟାଚ୍ ଖେଳିଥିଲେ । ଟିମ୍ ଇଣ୍ଡିଆ ଏହି ମ୍ୟାଚ୍‌କୁ ୭ ୱିକେଟ୍‌ରେ ଜିତିଥିଲା । କିନ୍ତୁ, ଭାରତୀୟ ଖେଳାଳିମାନେ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବାକୁ ମନା କରିବାରୁ ମ୍ୟାଚ୍‌ଟି ବିବାଦୀୟ ହୋଇଗଲା । ପାକିସ୍ତାନ ଏଥିରେ ଆପତ୍ତି ଉଠାଇଲା । ପିସିବି ଆଇସିସିକୁ ମ୍ୟାଚ୍‌ର ରେଫରି ଆଣ୍ଡି ପାଇକ୍ରଫ୍ଟଙ୍କୁ ଟୁର୍ଣ୍ଣାମେଣ୍ଟରୁ ହଟାଇବା ପାଇଁ ଦାବି କରିଥିଲା । କିନ୍ତୁ ICC ଏପରି କରିବାକୁ ମନା କରିଦେଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା