Masthead

ଆଜି ଭାରତ-ଅଷ୍ଟ୍ରେଲିଆ ନିର୍ଣ୍ଣାୟକ ଲଢ଼େଇ

ଚେନ୍ନାଇ(ବଡ଼ ଖବର ବ୍ୟୁରୋ): ଆଜି ଭାରତ-ଅଷ୍ଟ୍ରେଲିଆ ନିର୍ଣ୍ଣାୟକ ଲଢ଼େଇ । ଦିନିକିଆ ସିରିଜର ଶେଷ ମ୍ୟାଚ୍ । ମ୍ୟାଚ୍ ବିଜୟ ସହ ସିରିଜ କବଜା ଲକ୍ଷ୍ୟରେ ଟିମ ଇଣ୍ଡିଆ । ଚେନ୍ନାଇରେ ଖେଳାଯିବ ମ୍ୟାଚ୍ । ପ୍ରଥମ ମ୍ୟାଚ୍ ଭାରତ ଜିତିଥିବା ବେଳେ ବେଳେ ଦ୍ୱିତୀୟ ମ୍ୟାଚରେ ଅଷ୍ଟ୍ରେଲିଆ ବିଜୟ ହାସଲ କରିଛି । ସିରିଜ ୧-୧ରେ ବରାବର ରହିଛି ।

ଶେଷ ମ୍ୟାଚ୍ ଉଭୟ ଦଳ ପାଇଁ ‘କର ବା ମର’ ସ୍ଥିତି । ଯେଉଁ ଦଳ ମ୍ୟାଚ୍ ଜିତିବ, ସେହି ଦଳ ସିରିଜ୍ ହାତେଇବ । ଭାରତ ପ୍ରଥମ ମ୍ୟାଚକୁ ୫ ୱିକେଟରେ ଜିତି ନେଇଥିଲା । କିନ୍ତୁ ଦ୍ୱିତୀୟ ମ୍ୟାଚରେ ୧୦ ୱିକେଟରେ ହାରିଥିଲା ରୋହିତଙ୍କ ଟିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼