Masthead

ପାକିସ୍ତାନରୁ ସମସ୍ତ ପ୍ରକାର ଆମଦାନୀ, ରପ୍ତାନୀ ବ୍ୟାନ୍‌ କଲେ ଭାରତ ସରକାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପହଲଗାମ ଆତଙ୍କୀ ହମଲା ପରେ ପାକିସ୍ତା ବିରୋଧରେ ଭାରତର ଆଉ ଏକ ବଡ଼ ପଦକ୍ଷେପ । ପାକିସ୍ତାନରୁ ସମସ୍ତ ପ୍ରକାର ଆମଦାନୀ, ରପ୍ତାନୀ ବ୍ୟାନ୍‌ କଲେ ଭାରତ ସରକାର । ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍‌ । ବାଣିଜ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା । ଜାତୀୟ ସୁରକ୍ଷା ଓ ସ୍ବାର୍ଥକୁ ରଖି ପଦକ୍ଷେପ ବୋଲି ସ୍ପଷ୍ଟ କଲା ଡିଜିଏଫଟି ।

ପୂର୍ବରୁ ସିନ୍ଧୁ ନଦୀ ପାଣିକୁ ବନ୍ଦ କରି ପାକିସ୍ତାନକୁ ପ୍ରଥମ ଝଟକା ଦେଇଥିଲା ଭାରତ, ପରେ ଡିଜିଟାଲ୍ ଷ୍ଟ୍ରାଇକ୍ ଆଉ ଏବେ ଆମଦାନୀ ଉପରେ ରୋକ୍ ଲଗାଇ ବଡ ଝଟକା ଦେଇଛି । କୁହାଯାଉଛି, ଏହା ଦ୍ୱାରା ପାକିସ୍ତାନର ବ୍ୟବସାୟ ଏକପ୍ରକାର ଘାଟାରେ ପଡିଯିବ, ଏବଂ କୋଟି କୋଟି ଟଙ୍କାର କ୍ଷତି ସହିବ ପାକିସ୍ତାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ