Masthead

ଡ୍ର’ ହେଲେ ବି ଭାରତ ରଖିବ ବର୍ଡର-ଗାଭାସ୍କର ଟ୍ରଫି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚତୁର୍ଥ ଟେଷ୍ଟ ଡ୍ର’ ହେଲେ ବି ବର୍ଡର-ଗାଭାସ୍କର ଟ୍ରଫି ରହିବ ଭାରତ ପାଖରେ । ଚଳିତ ସିରିଜରେ ଖେଳାଯାଇଥିବା ୩ଟି ମ୍ୟାଚରୁ ଅଷ୍ଟ୍ରେଲିଆ ପ୍ରଥମ ମ୍ୟାଚ ଜିତିଥିବା ବେଳେ ଦ୍ୱିତୀୟ ମ୍ୟାଚ ଭାରତ ଜିତିଛି । ସେହିପରି ତୃତୀୟ ଟେଷ୍ଟଟି ଡ୍ର’ ରହିଛି । ବର୍ତମାନ ଏହି ସିରିଜ ୧-୧ରେ ବରାବର ସ୍ଥିତିରେ ରହିଛି । ଯଦି ଚତୁର୍ଥ ଟେଷ୍ଟ ଡ୍ର’ ରୁହେ ତେବେ ବର୍ଡର-ଗାଭାସ୍କର ଟ୍ରଫି ଭାରତ ପାଖରେ ରହିବ ।

କାରଣ ୨୦୧୮-୧୯ରେ ହୋଇଥିବା ବର୍ଡର-ଗାଭାସ୍କର ଟ୍ରଫି ଭାରତ ଜିତିଥିଲା । ସେହି ଆଧାରରେ ଏହି ସିରିଜ ଯଦି ୧-୧ରେ ଡ୍ର’ ରୁହେ ତେବେ ବି ଟ୍ରଫି ଭାରତ ନିକଟରେ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି