Masthead

ଅଗ୍ନି-୧ର ସଫଳ ପରୀକ୍ଷା

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଅଗ୍ନି-୧ ର ସଫଳ ପରୀକ୍ଷା । ଓଡ଼ିଶାର ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଭୂପୃଷ୍ଠରୁ ଆକାଶକୁ ନିକ୍ଷେପ ହୋଇ ପାରୁଥିବା ମଧ୍ୟମ ଦୂରଗାମୀ ବାଲାଷ୍ଟିକ କ୍ଷେପଣାସ୍ତ୍ର ଅଗ୍ନି-୧ର ସଫଳ ପରୀକ୍ଷା କରାଯାଇଛି । ପ୍ରତିରକ୍ଷା ବିଭାଗର ଷ୍ଟ୍ରାଟେଜିକ କମାଣ୍ଡଙ୍କ ଦ୍ୱାରା ଗୁରୁବାର ଏହି ପରୀକ୍ଷା କରାଯାଇଥିବା ବେଳେ ପରୀକ୍ଷା ସମ୍ପୂର୍ଣ୍ଣ ସଫଳ ହୋଇଥିବା ବିଭାଗ ସୂତ୍ରରୁ ସୂଚନା ଦିଆଯାଇଛି । ଅଗ୍ନି-୧ କ୍ଷେପଣାସ୍ତ୍ରର ଲମ୍ବ ୧୫ ମିଟର ହୋଇଥିବା ବେଳେ ମୋଟେଇ ୧ ମିଟର । ଏହାର ଓଜନ ୧୨୦୦୦ କିଲୋଗ୍ରାମ । ୧୦୦୦ କିଲୋଗ୍ରାମର ଉଭୟ ପାରମ୍ପରିକ ଓ ଆଣବିକ ବିସ୍ଫୋଟକ ନେଇ ଏହା ୭୦୦ କିଲୋମିଟର ପର୍ଯ୍ୟନ୍ତ ଦୂରତାରେ ଲକ୍ଷ୍ୟ ଭେଦ କରିବାର କ୍ଷମତା ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି