Masthead

ସେପ୍ଟେମ୍ବର ୨୭ରେ ଭାରତ ବନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବର ୨୭ରେ ଭାରତ ବନ୍ଦ ଡାକରା ଦେଲା ଚାଷୀ ସଙ୍ଗଠନ । ଏହି ଦିନ ସାରା ଦେଶରେ ଟ୍ରେନ ଏବଂ ବସ ଚଳାଚଳ ବନ୍ଦ ରହିବ ବୋଲି ଚାଷୀ ନେତା କହିଛନ୍ତି । ତେବେ ଆଜି ଉତ୍ତରପ୍ରଦେଶ ମୁଜାଫରନଗରରେ ବିଭିନ୍ନ ଚାଷୀ ସଙ୍ଗଠନର ନେତା ଏକାଠି ହୋଇ ଚାଷୀ ମହାପଞ୍ଚାୟତ କରିଛନ୍ତି ।

ଏହି ବିଶାଳ ସମାବେଶରେ ଭାରତ କିଷାନ ୟୁନିୟନର ନେତା ରାକେଶ ଟିକାୟ, ନରେଶ ଟିକାୟତ, ୟୁନାଇଟେଡ କିଷାନ ମୋର୍ଚ୍ଚାର ନେତା ଯୋଗେନ୍ଦ୍ର ଯାଦବଙ୍କ ସମେତ ବହୁ ନେତା ଏକାଠି ହୋଇଥିଲେ । ଏହା ସହ କୃଷି ଆଇନ ବିରୋଧରେ ଆଗମୀ ଦିନରେ ୟୁପିର ସମସ୍ତ ଜିଲ୍ଲାରେ ବିଜେପି ବିରୋଧରେ ସଙ୍ଗଠନ ତିଆରି କରି ମଜବୁତ କରାଇବେ ବୋଲି ଚାଷୀ ନେତା କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା