Masthead

ଆଜିଠୁ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ

ହାଇଦ୍ରାବାଦ(ବଡ଼ ଖବର ବ୍ୟୁରୋ): ଆଜିଠୁ ଭାରତ ଇଂଲଣ୍ଡ ଟେଷ୍ଟ ସିରିଜ । ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ପଡିଆକୁ ଓହ୍ଲାଇବ ଦଳ । ହାଇଦ୍ରାବାଦରେ ଖେଳାଯିବ ଏହି ମ୍ୟାଚ । ତେବେ ପ୍ରଥମ ଦୁଇଟି ମ୍ୟାାଚ ଖେଳିବେନି ବିରାଟ କୋହଲି । ଚେତେଶ୍ବର ପୂଜାରା ଓ ଅଜିଙ୍କ୍ୟ ରାହାଣେଙ୍କ ବିନା ଭାରତୀୟ ଦଳ ଖେଳିବାକୁ ଯାଉଛି। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ୍‌ ମ୍ୟାକଲମ୍‌ଙ୍କ ପ୍ରଶିକ୍ଷଣରେ ଗତ ଦେଢ଼ ବର୍ଷ ମଧ୍ୟରେ ଇଂଲଣ୍ଡ ଦଳରେ ଅନେକ ବୈପ୍ଳବିକ ପରିବର୍ତ୍ତନ ହୋଇଥିବା ଲକ୍ଷ୍ୟ କରାଯାଇଛି। ବିଶେଷକରି ଆକ୍ରମଣାତ୍ମକ ଖେଳିବା ପାଇଁ ବାଜ୍‌ବଲ୍‌ର ପ୍ରୟୋଗ ଦଳକୁ ସବୁଠୁ ଅଧିକ ସଫଳତା ଦେଇଛି। ତେଣୁ ଏଭଳି ସ୍ଥିତିରେ ଇଂଲଣ୍ଡର ବାଜ୍‌ବଲ୍‌କୁ ଭାରତୀୟ ବ୍ୟାଟର୍‌ କିପରି ସାମ୍ନା କରୁଛନ୍ତି, ତାହା ଦେଖିବାକୁ ହେବ। ଟସ୍‌ ଜିତି ବ୍ୟାଟିଂ ନେଲା ଇଂଲଣ୍ଡ । ଭାରତୀୟ ଚୂଡ଼ାନ୍ତ ଏକାଦଶରେ ୫ ନିୟମିତ ବୋଲର । ଦଳରେ ୩ ସ୍ପିନର ଅଶ୍ୱିନ, ଅକ୍ଷର, ଜାଡେଜା ସାମିଲ । ପେସ୍‌ ବୋଲିଂ ସମ୍ଭାଳିବେ ଯଶପ୍ରୀତ ବୁମ୍‌ରା ଓ ମହମ୍ମଦ ସିରାଜ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି