Masthead

ଆଜିଠୁ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ

(ବଡ଼ ଖବର ବ୍ୟୁରୋ): ବୁଧବାରଠୁ ଆରମ୍ଭ ହେବ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ । ତେବେ ଭାରତୀୟ କ୍ରୀଡ଼ାପ୍ରେମୀମାନଙ୍କ ନଜର ଏବେ ଟୋକିଓ ଅଲିମ୍ପିକ୍ସ ଉପରେ ରହିଛି। କିନ୍ତୁ ବୁଧବାରଠାରୁ କ୍ରିକେଟ ପ୍ରେମୀମାନେ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ ଆଡକୁ ମନ ଦେବେ । ଟେଷ୍ଟ୍ ସିରିଜ ପୂର୍ବରୁ ୨ଦଳ ଜୋରଦାର ଅଭ୍ୟାସ ଚଳାଇଛନ୍ତି ।

ଅଭ୍ୟାସ ପୂର୍ବରୁ ଡରହାମରେ ୨ ସପ୍ତାହ ଥିବା ଟିମ୍ ଇଣ୍ଡିଆ ନଟିଂହାମରେ ପହଞ୍ଚି ପ୍ରସ୍ତୁତି ଆରମ୍ଭ କରିଦେଲେଣି । ଶନିବାରଠୁ ଟିମ୍ ଇଣ୍ଡିଆ ପଡିଆରେ ଅଭ୍ୟାସ କରୁଛି । ଦଳର ଖେଳାଳି ଉଭୟ ବ୍ୟାଟିଂ ଓ ବୋଲିଂ ଉପରେ ଫୋକସ କରୁଛନ୍ତି। ପ୍ରଥମ ଟେଷ୍ଟରେ ରୋହିତ ଶର୍ମା ଓପନିଂ କରିବା ପାଇଁ ଦଳ ସ୍ଥିର କରିଥିବା ବେଳେ ହିଟମ୍ୟାନଙ୍କ ବ୍ୟାଟିଂ ଉପରେ କୋଚ୍ ରବି ଶାସ୍ତ୍ରୀ ନିରନ୍ତର ଭାବେ ନଜର ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ