Masthead

ଭାରତରେ ରହିଛି ବିଶ୍ୱର ସବୁଠୁ ଉଚ୍ଚ ସଡ଼କ…ଜାଣନ୍ତୁ କେଉଁଠି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତରେ ନିର୍ମାଣ ହୋଇଛି ବିଶ୍ୱର ସବୁଠୁ ଉଚ୍ଚ ସଡ଼କ । ଏହା ଲଦାଖରେ ଅବସ୍ଥିତ । ପୂର୍ବ ଲଦାଖରେ ସମୁଦ୍ର ପତ୍ତନଠାରୁ ୧୯,୩୦୦ ଫୁଟ୍‌ ଉଚ୍ଚତାରେ  ନିର୍ମାଣ ହୋଇଛି ଏହି ସଡ଼କ। ବିଆର୍‌ଓ (ବର୍ଡର ରୋଡ୍‌ ଅର୍ଗାନାଇଜେସନ୍‌) ଏହି ସଡ଼କକୁ ନର୍ମାଣ କରିଛି ।

ମାଉଣ୍ଟ୍‌ ଏଭରେଷ୍ଟ୍‌ ବେସ୍‌ କ୍ୟାମ୍ପଠାରୁ ଅଧିକ ଉଚ୍ଚତାରେ ନିର୍ମାଣ ହୋଇଛି ଏହି ସଡ଼କ । ଉମଲିଙ୍ଗଗଲା ପାସ୍‌ ନିକଟରେ ୧୯,୩୦୦ ଫୁଟ୍‌ ଉଚ୍ଚତାରେ ନିର୍ମାଣ ହୋଇଥିବା ଏହି ରାସ୍ତା ବଲିଭିଆରେ ୧୮,୯୫୩ ଫୁଟ୍‌ ଉଚ୍ଚତାରେ ଥିବା ଏକ ସର୍ବୋଚ୍ଚ ରାସ୍ତାର ରେକର୍ଡକୁ ଭାଙ୍ଗି ଦେଇଛି। ଯାହାକି ସରକାର ଏହି ସୂଚନା ଦେଇଛନ୍ତି।

ଶୀତରେ ଏଠାରେ ତାପମାତ୍ରା ମାଇନସ ୪୦ ଡିଗ୍ରି ହୋଇଥିବାବେଳେ ଅକ୍ସିଜେନ୍‌ ସ୍ତର ସାଧାରଣ ସ୍ଥଳଠାରୁ ୫୦ ପ୍ରତିଶତ କମ୍‌ ହୋଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା