Masthead

ଆଜିଠୁ ଭାରତ-ଆୟରଲାଣ୍ଡ ପ୍ରଥମ ଟି-୨୦ ମ୍ୟାଚ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ଆଜିଠୁ ଭାରତ-ଆୟରଲାଣ୍ଡ ପ୍ରଥମ ଟି-୨୦ ମ୍ୟାଚ । ୱେଷ୍ଟଇଣ୍ଡିଜ ଠାରୁ ଟି-୨୦ ସିରିଜ ହାରିବା ପରେ ଆଜି ଭାରତୀୟ ଦଳ ଆୟରଲାଣ୍ଡ ସହ ପ୍ରଥମ ଟି-୨୦ ମ୍ୟାଚ ଖେଳିବ । ଆୟରଲାଣ୍ଡ ସହ ଭାରତ ୩ଟି ଟି-୨୦ ମ୍ୟାଚର ସିରିଜ ଖେଳିବ । ଡଲବିନରେ ଆଜି ହେବାକୁ ଥିବା ପ୍ରଥମ ମ୍ୟାଚରେ ଯଶପ୍ରୀତ ବୁମରାଙ୍କ ନେତୃତ୍ୱରେ ପଡିଆକୁ ଓହ୍ଲାଇବ ଟିମ ଇଣ୍ଡିଆ । ଆୟରଲାଣ୍ଡ ବିପକ୍ଷ ଟି-୨୦ ସିରିଜରେ ଟିମ ଇଣ୍ଡିଆର ଯୁବ ବାହିନୀଙ୍କୁ ଦେଖିବାକୁ ମିଳିବ ।

ଦୀର୍ଘ ୧୧ ମାସ ଧରି ପଡ଼ିଆ ବାହାରେ ରହିବା ପରେ ବୁମରା ଭାରତର ନେତୃତ୍ବ ‌ନେଇ ଫେରିବାକୁ ଯାଉଥିବାରୁ ସମସ୍ତଙ୍କ ନଜର ତାଙ୍କ ଉପରେ ନିବଦ୍ଧ ରହିଛି। ଦଳର ସବୁ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଥିବାରୁ ଯୁବ ବାହିନୀଙ୍କ କାନ୍ଧରେ ଗୁରୁ ଦାୟିତ୍ୱ ରହିଛି । ଦିନିକିଆ ବିଶ୍ୱକପ ପୂର୍ବରୁ ବୁମରାଙ୍କ ପାଇଁ ଏହି ଶୃଙ୍ଖଳା ମଧ୍ୟ ଫିଟନେସ ଓ ଲୟର ବଡ ପରୀକ୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ