Masthead

ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂତନ କୃଷି ବିଲ ପ୍ରତ୍ୟାହାରକୁ ନେଇ ଦିନକୁ ଦିନ ସାରା ଦେଶରେ ବିରୋଧ ପ୍ରଦର୍ଶନ ବଢିବାରେ ଲାଗିଛି । ଏହା ମଧ୍ୟରେ କୃଷକ ସଙ୍ଗଠନ ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡ଼ାକରା ଦିଆଯାଇଛି । ସକାଳ ୬ ଟାରୁ ଭାରତ ବନ୍ଦ ଡ଼ାକରା ଦିଆଯାଇଥିବାବେଳେ ଏହା ଅପରାହ୍ନ ୪ଟି ପର୍ଯ୍ୟନ୍ତ ଚାଲିବ ।

ଓଡ଼ିଶାରେ ଏହାକୁ କଂଗ୍ରେସ, ବାମ ଦଳ ସମେତ ବିଭିନ୍ନ ରାଜନୈତିକ ଦଳ, କୃଷକ ସଙ୍ଗଠନ, ସାମାଜିକ ସଙ୍ଗଠନ ସମର୍ଥନ ଦେଇଛନ୍ତି । ଆଜି ବନ୍ଦ ଡକାରା ବେଳେ ଶାନ୍ତିପୂର୍ଣ୍ଣ ଭାବେ ବିରୋଧ ପ୍ରଦର୍ଶନ କରାଯିବ ବୋଲି ମୋର୍ଚ୍ଚା ପକ୍ଷରୁ କୁହାଯାଇଛି । ଅନ୍ୟପଟେ ଦୀର୍ଘ ୧୦ ମାସ ଧରି କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନକୁ ଚାଷୀମାନେ ବିରୋଧ କରିଆସୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା