Masthead

ସଙ୍ଘର୍ଷ ପରେ ହାରିଲା ଭାରତ

(ବଡ଼ ଖବର ବ୍ୟୁରୋ): ଟୋକିଓରେ ବ୍ରୋଞ୍ଜ ପାଇଁ ଚାଲିଥିଲା ଲଢେଇ । ଦମଦାର ଖେଳ ପ୍ରଦର୍ଶନ କରୁଥିଲେ ଭାରତୀୟ ମହିଳା ହକି ଦଳ । ଭାରତ – ଗ୍ରେଟ ବ୍ରିଟେନ ମଧ୍ୟରେ ଚାଲିଥିଲା ଲଢେଇ । ଆରମ୍ଭରୁ ଗୋଲ୍ ଦେଇ ଭଲ ପ୍ରଦର୍ଶନ ଲକ୍ଷ୍ୟରେ ଥିଲା ଟିମ୍ ଇଣ୍ଡିଆ । ସେପଟେ ପ୍ରଥମ କ୍ୱାଟରରେ କୌଣସି ଗୋଲ୍ ହୋଇନଥିଲା । ଦ୍ୱିତୀୟ କ୍ୱାର୍ଟର ସୁଦ୍ଧା ଆଗୁଆ ରହିଥିଲା ଗ୍ରେଟ୍ ବ୍ରିଟେନ୍ ।

ଏବଂ ତୃତୀୟ କ୍ୱାର୍ଟରରେ ୩-୩ରେ ସ୍ଥିତି ବରାବର ରହିଥିଲା । ଶେଷରେ ୩-୪ ଗୋଲରେ ବାଜି ମାରିନେଲା ଗ୍ରେଟ୍ ବ୍ରିିଟେନ । ଭାରତକୁ ନିରାଶ ହେବା ପାଇଁ ପଡ଼ିଥିଲା । ଲଢୁଆ ପ୍ରଦର୍ଶନ କରି ହାରିଲେ କିନ୍ତୁ ମନ ଜିତିଲେ । ତେବେ ପୂର୍ବରୁ ସେମିଫାଇନାଲରେ ଆର୍ଜେଣ୍ଟିନା ଠାରୁ ଭାରତ ବିଜୟ ହାସଲ କରିପାରିନଥିଲା । ହେଲେ ବ୍ରୋଞ୍ଜ ହାତେଇବା ଲକ୍ଷ୍ୟରେ ମଇଦାନକୁ ଓହ୍ଲାଇ ଥିଲା ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ