Masthead

ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇତିହାସ ରଚିଛି ଭାରତ । ଆଜି ସୁଦ୍ଧା ଟିକାକରଣ ୧୦୦ କୋଟି ଟପିଲା ଟିକାକରଣ । ଏନେଇ ଦିଲ୍ଲୀ ଆରଏମଏଲ ହସ୍ପିଟାଲରେ ହେବ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତାକାଲି ସୁଦ୍ଧା ଏହା ୧୦୦ କୋଟି ଟପିବ ବୋଲି ଆଶା କରାଯାଉଥିଲା ।

ଦେଶରେ ଟିକାକରଣ ଅଭିଯାନ ଜାନୁଆରୀ ମାସରେ ଆରମ୍ଭ ହୋଇଥିଲା। ଏହି ଅଭିଯାନ ଆରମ୍ଭ ହେବାର ୯ ମାସ ପରେ ଭାରତ ପ୍ରଥମ ଥର ପାଇଁ ୧୦୦ କୋଟି ଟିକାର ମାଇଲଖୁଣ୍ଟ ହାସଲ କରିଛି ।ସେପଟେ ଆଜି ଓଡ଼ିଶାରେ ଟପିବ ୯ କୋଟି ଟିକାକରଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ