Masthead

ଜି-୨୦ ମଞ୍ଚରୁ ‘ଭାରତ’ ବାର୍ତ୍ତା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ);ନୂଆଦିଲ୍ଲୀରେ ଆରମ୍ଭ ହୋଇଛି ଦୁଇ ଦିନିଆ ଜି ୨୦ ସମ୍ମିଳନୀ । ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି ମୋଦି । ବିଶ୍ୱରେ ସଂପ୍ରତ୍ତି ବିଶ୍ୱାସର ନୂଆ ସଙ୍କଟ ଦେଖାଦେଇଛି । ବିଶ୍ୱାସର ଏହି ସଙ୍କଟକୁ ଦୂର କରାଯାଇପାରିବ । ଏକାଠି ହେଲେ ଦୂର ହେବ ସବୁ ସଙ୍କଟ ।

 

ଏବେ ସମସ୍ତଙ୍କୁ ସାଥୀରେ ନେଇ ଚାଲିବାର ସମୟ ଆସିଛି । ସବ୍‌କା ସାଥ୍‌, ବିକାଶ ଓ ବିଶ୍ୱାସର ମନ୍ତ୍ର ପଥପ୍ରଦର୍ଶକ । ସମ୍ବୋଧନରେ ମରାକ୍କୋର କଥା କହିଲେ ପ୍ରଧାମନ୍ତ୍ରୀ । ଭୂକମ୍ପ କ୍ଷତିଗ୍ରସ୍ତ ମରକ୍କୋ ସହ ପୁରା ବିଶ୍ୱ ଅଛି ବୋଲି କହିଲେ ମୋଦି । ଅନ୍ୟପଟେ ଜି-୨୦ ବୈଠକରେ ପ୍ରଧାନମନ୍ତ୍ରୀ ବସିଥିବା ସିଟରେ ଲେଖା ହୋଇନି ‘ଇଣ୍ଡିଆ’ । ମୋଦିଙ୍କ ସିଟରେ ଇଂରାଜୀରେ ଲେଖା ହୋଇଛି ‘ଭାରତ’ । ପୂର୍ବରୁ ରାଷ୍ଟ୍ରପତିଙ୍କ ନୈଶ୍ୟଭୋଜି ନିମନ୍ତ୍ରଣ ପତ୍ରରେ ଳେଖାଥିଲା ଭାରତ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ