Masthead

ଜି-୨୦ ମଞ୍ଚରୁ ‘ଭାରତ’ ବାର୍ତ୍ତା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ);ନୂଆଦିଲ୍ଲୀରେ ଆରମ୍ଭ ହୋଇଛି ଦୁଇ ଦିନିଆ ଜି ୨୦ ସମ୍ମିଳନୀ । ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି ମୋଦି । ବିଶ୍ୱରେ ସଂପ୍ରତ୍ତି ବିଶ୍ୱାସର ନୂଆ ସଙ୍କଟ ଦେଖାଦେଇଛି । ବିଶ୍ୱାସର ଏହି ସଙ୍କଟକୁ ଦୂର କରାଯାଇପାରିବ । ଏକାଠି ହେଲେ ଦୂର ହେବ ସବୁ ସଙ୍କଟ ।

 

ଏବେ ସମସ୍ତଙ୍କୁ ସାଥୀରେ ନେଇ ଚାଲିବାର ସମୟ ଆସିଛି । ସବ୍‌କା ସାଥ୍‌, ବିକାଶ ଓ ବିଶ୍ୱାସର ମନ୍ତ୍ର ପଥପ୍ରଦର୍ଶକ । ସମ୍ବୋଧନରେ ମରାକ୍କୋର କଥା କହିଲେ ପ୍ରଧାମନ୍ତ୍ରୀ । ଭୂକମ୍ପ କ୍ଷତିଗ୍ରସ୍ତ ମରକ୍କୋ ସହ ପୁରା ବିଶ୍ୱ ଅଛି ବୋଲି କହିଲେ ମୋଦି । ଅନ୍ୟପଟେ ଜି-୨୦ ବୈଠକରେ ପ୍ରଧାନମନ୍ତ୍ରୀ ବସିଥିବା ସିଟରେ ଲେଖା ହୋଇନି ‘ଇଣ୍ଡିଆ’ । ମୋଦିଙ୍କ ସିଟରେ ଇଂରାଜୀରେ ଲେଖା ହୋଇଛି ‘ଭାରତ’ । ପୂର୍ବରୁ ରାଷ୍ଟ୍ରପତିଙ୍କ ନୈଶ୍ୟଭୋଜି ନିମନ୍ତ୍ରଣ ପତ୍ରରେ ଳେଖାଥିଲା ଭାରତ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ