Masthead

ଆଜି ଭାରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଭାରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ । ଏହି ମ୍ୟାଚରେ କଡା ଟକ୍କର ଦେଖିବାକୁ ମିଳିବ । କାରଣ ଉଭୟ ଦଳ ନିଜର ପ୍ରଥମ ମ୍ୟାଚ ପାକିସ୍ତାନଠୁ ପରାସ୍ତ ହୋଇଛନ୍ତି । ତେଣୁ ଟି-୨୦ ବିଶ୍ୱକପ୍ରେ ନିଜ ପ୍ରଥମ ବିଜୟ ଲକ୍ଷ୍ୟରେ ରହିଛନ୍ତି ଦୁଇ ଦଳ । ରବିବାର ଭାରତୀୟ ସମୟ ସନ୍ଧ୍ୟା ୭.୩୦ରେ ଦୁବାଇରେ ଏହି ମ୍ୟାଚ୍ ଆରମ୍ଭ ହେବ। ଏଥିପାଇଁ ସବୁ କିଛି ପ୍ରସ୍ତୁତ। କିନ୍ତୁ ନ୍ୟୁଜିଲ୍ୟାଣ୍ଡକୁ ହରାଇବା ଭାରତ ପାଇଁ ବେଶ କାଠିକର ପାଠ।

ଦୀର୍ଘ ବର୍ଷ ହେଲାଣି ଆଇସିସି ଇଭେଣ୍ଟରେ ଭାରତର ପ୍ରଦର୍ଶନ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଭଲ ନାହିଁ। ସେହିପରି ବିଶ୍ୱକପରେ ଭାରତ ଶେଷଥର ପାଇଁ ୨୦୦୩ରେ ନ୍ୟୁଜିଲ୍ୟାଣ୍ଡକୁ ହରାଇଥିଲା। ୨୦୧୬ ଟି-ବିଶ୍ୱକପ, ୨୦୧୯ ଦିନିକିଆ ବିଶ୍ୱକପ ଫାଇନାଲ ଓ ୨୦୨୧ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଭାରତକୁ ନ୍ୟୁଜିଲ୍ୟାଣ୍ଡ ଠାରୁ ହାରିବାକୁ ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ