Masthead

ଆଜି ଭାରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଭାରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ । ଏହି ମ୍ୟାଚରେ କଡା ଟକ୍କର ଦେଖିବାକୁ ମିଳିବ । କାରଣ ଉଭୟ ଦଳ ନିଜର ପ୍ରଥମ ମ୍ୟାଚ ପାକିସ୍ତାନଠୁ ପରାସ୍ତ ହୋଇଛନ୍ତି । ତେଣୁ ଟି-୨୦ ବିଶ୍ୱକପ୍ରେ ନିଜ ପ୍ରଥମ ବିଜୟ ଲକ୍ଷ୍ୟରେ ରହିଛନ୍ତି ଦୁଇ ଦଳ । ରବିବାର ଭାରତୀୟ ସମୟ ସନ୍ଧ୍ୟା ୭.୩୦ରେ ଦୁବାଇରେ ଏହି ମ୍ୟାଚ୍ ଆରମ୍ଭ ହେବ। ଏଥିପାଇଁ ସବୁ କିଛି ପ୍ରସ୍ତୁତ। କିନ୍ତୁ ନ୍ୟୁଜିଲ୍ୟାଣ୍ଡକୁ ହରାଇବା ଭାରତ ପାଇଁ ବେଶ କାଠିକର ପାଠ।

ଦୀର୍ଘ ବର୍ଷ ହେଲାଣି ଆଇସିସି ଇଭେଣ୍ଟରେ ଭାରତର ପ୍ରଦର୍ଶନ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଭଲ ନାହିଁ। ସେହିପରି ବିଶ୍ୱକପରେ ଭାରତ ଶେଷଥର ପାଇଁ ୨୦୦୩ରେ ନ୍ୟୁଜିଲ୍ୟାଣ୍ଡକୁ ହରାଇଥିଲା। ୨୦୧୬ ଟି-ବିଶ୍ୱକପ, ୨୦୧୯ ଦିନିକିଆ ବିଶ୍ୱକପ ଫାଇନାଲ ଓ ୨୦୨୧ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଭାରତକୁ ନ୍ୟୁଜିଲ୍ୟାଣ୍ଡ ଠାରୁ ହାରିବାକୁ ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ