Masthead

ଭାରତ ପାକିସ୍ତାନ ମଧ୍ୟରେ ଥିବା ସମସ୍ୟାର ସମାଧାନ ଆବଶ୍ୟକ : ତାଲିବାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତାଲିବାନ ମୁଖପାତ୍ର ଜାବୁଲା ମୁଜାହିଦ ପାକିସ୍ତାନର ଏକ ଟିଭି ଚ୍ୟାନେଲକୁ ସାକ୍ଷାତକାର ଦେଇ କହିଛନ୍ତି ଯେ, ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସମସ୍ୟାର ସମାଧାନ ହେବା ଆବଶ୍ୟକ । ଏହାଛଡ଼ା ସେ ଏହାମଧ୍ୟ କହିଛନ୍ତି ଯେ, ଏହି ପ୍ରସଙ୍ଗରେ ଉଭୟ ଦେଶ ଏକାସହ ବସି ଆଲୋଚନା କରିବା ଦରକାର । କାରଣ ଉଭୟ ପଡୋଶୀ ଏବଂ ସେମାନଙ୍କର ସ୍ୱାର୍ଥ ପରସ୍ପର ସହ ଜଡିତ ।

ପାକିସ୍ତାନର ଏକ ଟିଭି ଚ୍ୟାନଲକୁ ଏପରି ମନ୍ତବ୍ୟ ଦେଇଛନ୍ତି ଜାବୁଲ୍ଲା ମୁଜାହିଦ୍ । ସେ ବିଶେଷ କରି ଭାରତ ସହିତ ପାକିସ୍ଥାନ ସମ୍ପର୍କ ବିଷୟରେ କହିଛନ୍ତି । ଭାରତ ସମେତ ଅନ୍ୟ ଦେଶ ମାନଙ୍କ ସହିତ ଭଲ ସମ୍ପକ ଚାହୁଁଛି ତାଲିବାନ । ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଫଗାନିସ୍ତାନର ଲୋକଙ୍କ ସ୍ୱାର୍ଥ ଅନୁଯାୟୀ ଭାରତ ଏହାର ନୀତି ପ୍ରସ୍ତୁତ କରୁଛି । ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ ତାଲିବାନ ଆଫଗାନିସ୍ତାନ ମାଟିକୁ ଅନ୍ୟ କୈାଣସି ଦେଶ ବିରୋଦ୍ଧରେ ବ୍ୟବହାର କରିବାକୁ ଦେବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସେହେଜାଦାରୁ ଜନନାୟକ 🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ସେହେଜାଦାରୁ ଜନନାୟକ 🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ