Masthead

ବ୍ରିଟେନକୁ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବ୍ରିଟେନ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ବ୍ରିଟେନକୁ ଯେସାକୁ ତେସା ନୀତିରେ ଭାରତ ସରକାର ଜବାବ ଦେଇଛନ୍ତି। ଭାରତରୁ ଯାଉଥିବା ଲୋକଙ୍କ ଉପରେ ବ୍ରିଟେନ ବିଭିନ୍ନ ପ୍ରକାରର କଟକଣା ଲାଗୁ କରିଥିବାରୁ ଏବେ ନୂଆଦିଲ୍ଲୀ ସମାନ ପଦକ୍ଷେପ ନେଇଛି। ତେବେ ଅକ୍ଟୋବର ୪ରୁ ଭାରତ ଆସୁଥିବା ବ୍ରିଟେନ ନାଗରିକଙ୍କ ପାଇଁ ୧୦ ଦିନିଆ କ୍ୱାରେଣ୍ଟିନ ବାଧ୍ୟତାମୂଳକ।

ସେମାନେ ଟିକା ନେଇଥିଲେ ମଧ୍ୟ ନିୟମରେ କୌଣସି ପରିବର୍ତ୍ତନ ହେବନି। ଯାତ୍ରାର ୭୨ ଘଣ୍ଟା ପୂର୍ବରୁ, ଭାରତର ଏୟାରପୋର୍ଟରେ ପହଞ୍ଚିବା ପରେ ଓ ଭାରତରେ ରହିବାର ୮ମ ଦିନରେ ସମସ୍ତେ ଆରଟିପିସିଆର ଟେଷ୍ଟ କରିବାକୁ ବାଧ୍ୟ। ଏହାର ଅର୍ଥ ଜଣେ ବ୍ରିଟେନ ନାଗରିକଙ୍କୁ ୩ ଥର ଆରଟିପିସିଆର ଟେଷ୍ଟ କରିବାକୁ ପଡ଼ିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ