Masthead

ଭାରତର ମହାନତା, ଇସ୍ରାଏଲ-ହମାସ ଲଢେଇ ମଧ୍ୟରେ ଗାଜାକୁ ପଠାଇଲା ରିଲିଫ୍ ସାମଗ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମହାନତା ଦେଖାଇଲା ଭାରତ । ଇସ୍ରାଏଲ-ହମାସ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ଗାଜାର ଲୋକମାନଙ୍କ ପାଇଁ ମାନବୀୟ ସହାୟତା ପଠାଇଛି। ହମାସ ଉପରେ ଇସ୍ରାଏଲର ଜବାବି ଆକ୍ରମଣ ପରେ ଗାଜାର ଲୋକମାନେ ବର୍ତ୍ତମାନ ସମୟରେ ବଡ ସଂକଟରେ ବସବାସ କରୁଛନ୍ତି। ଏହି ସମୟରେ ଭାରତ ସହଯୋଗର ହାତ ପାଲେଷ୍ଟାଇନ୍‌କୁ ରିଲିଫ୍ ସାମଗ୍ରୀ ପଠାଇଛି ।

ଟୁଇଟ କରି ସୂଚନା ଦେଇଛନ୍ତି ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ଅରିନ୍ଦମ ବାଗଚି । ପାଲେଷ୍ଟାଇନ ଲୋକମାନଙ୍କ ପାଇଁ ୬.୫ ଟନ୍ ର ମେଡିକାଲ ସାହାଯ୍ୟ ଏବଂ ୩୨ ଟନ୍ ଜରୁରୀକାଳୀନ ସହାୟତା ସାମଗ୍ରୀ ନେଇ ଉତ୍ତର ପ୍ରଦେଶ ଗାଜିଆବାଦରୁ ଭାରତୀୟ ବାୟୁସେନାର ସି-୧୭ ବିମାନ ଏଲ-ଏରିଶ ବିମାନ ବନ୍ଦର ଅଭିମୁଖେ ବାହାରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା