Masthead

ପାକିସ୍ଥାନକୁ ୩୫୭ ରନ୍ ର ଟାର୍ଗେଟ ଦେଲା ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ପୁଣି ଆରମ୍ଭ ହୋଇଛି ଭାରତ ପାକିସ୍ଥାନ ମ୍ୟାଚ । ପାକିସ୍ତାନକୁ ଭାରତ ୩୫୭ ରନର ଟାର୍ଗେଟ ଦେଇଛି । ଗତକାଲିର ଅଧା ମ୍ୟାଚ ଆଜି ପୁଣି ଆରମ୍ଭ ହୋଇଛି । ଆରମ୍ଭରୁ ମ୍ୟାଚ ଜାରି ରଖିଥିଲା ଟିମ୍ ଇଣ୍ଡିଆ । ଏବଂ ଆକ୍ରମଣାତ୍ମକ ବ୍ୟାଟିଂ ସହ ୩୫୬ ରନ୍ ଛୁଇଁଥିଲା । ଏବେ ପାକିସ୍ଥାନକୁ ବିଜୟ ପାଇଁ ୫୦ ଓଭରରେ ୩୫୭ ରନ୍ କରିବାକୁ ପଡିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି