Masthead

ପାକିସ୍ତାନର ୮ ମିସାଇଲ ମାରି ଖସାଇଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପହଲଗାମର ପ୍ରତିଶୋଧ ନେଉଛି ଭାରତ । ପାକିସ୍ତାକୁ ଦେଇଛି ଜବରଦସ୍ତ ଝଟକା  । ସବୁଠୁ ଦାମୀ ଫାଇଟର ଜେଟ୍‌କୁ ମାରି ଖସାଇଲା ଭାରତୀୟ ସେନା । ଗୋଟିଏ  F-16 ଏବଂ ୨ଟି JF-17 ଫାଇଟର ଜେଟ୍‌କୁ ମାରି ଖସାଇଛି ଭାରତ । ପହଲଗାମ୍‌ର ପ୍ରତିଶୋଧ ନେଇଥିଲା ଭାରତ । ଯାହାର ପରିଣତି ହୋଇଥିଲା କି ୬-୭ ତାରିଖରେ ପାକିସ୍ତାନ ସ୍ଥିତ ଆତଙ୍କୀ ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଥିଲା ଭାରତୀୟ । ଯାହାର ଜବାବରେ ଭାରତୀୟ ସୀମାରେ ପ୍ରବେଶ କରି ଆକ୍ରମଣ ପାଇଁ ଉଦ୍ୟମ କରୁଥିଲା । ଯାହାକୁ ପଣ୍ଡ କରିଦେଇଛି ଭାରତୀୟ ସେନା । ଭାରତୀୟ ସୀମାକୁ ପ୍ରବେଶ ପାଇଁ ଉଦ୍ୟମ ବେଳେ ଗୋଟିଏ  F-16 ଏବଂ ୨ଟି JF-17 ଫାଇଟର ଜେଟ୍‌କୁ ମାରି ଖସାଇଛି ଭାରତ ।

ଯାହାର ଭଗ୍ନାବଶେଷ ପାକିସ୍ତାନ ପଞ୍ଜାବ ପ୍ରଦେଶରେ ହିଁ ପଡିଛି । ତେବେ ଫାଇଟ୍‌ର ଜେଟ୍‌ ନଷ୍ଟ ନେଇ ବର୍ତ୍ତମାନ ଯାଏଁ ପାକିସ୍ତାନ ପକ୍ଷରୁ କୌଣସି ସ୍ପଷ୍ଟ ମିଳିନାହିଁ । ଅନ୍ୟପଟେ ଭାରତୀୟ ସେନା ଲାହୋର, ଇସଲାମାବାଦ ଭଳି ପାକିସ୍ତାନର ବଡ ବଡ ସହରରେ ପଶି ସିଧା ସଳଖ ଭାରତୀୟ ସେନା ଆକ୍ରମଣ କରିବାରେ ଲାଗିଛି । ପାକିସ୍ତାନରେ ଜାଗୁଆର ବିମାନ ଜରିଆରେ ହମଲା । କରାଚି ବନ୍ଦର ଉପରେ ହମଲା କଲା ଜାଗୁଆର । ପାକିସ୍ତାନର ପଞ୍ଜାବରେ ଥିବା AWACSକୁ ଧ୍ୱଂସ କରିଛି ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା