Masthead

ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ ମ୍ୟାଚ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ ମ୍ୟାଚ୍‌ । ଦିନ୧.୩୦ରେ ସେଞ୍ଚୁରିଅନରେ ମୁହାଁମୁହିଁ ହେବେ ଉଭୟ ଟିମ୍‌ । ରୋହିତ ଶର୍ମାଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ ଭାରତ । ବିଶ୍ୱକପ ଫାଇନାଲ ପରାଜୟ ପରେ ରୋହିତ ଶର୍ମା, ବିରାଟ କୋହଲି ଓ ଯଶପ୍ରୀତ ବୁମ୍ରା ବକ୍ସିଂ ଡେ’ ଟେଷ୍ଟରେ ଆକ୍ସନକୁ ଫେରିବେ।

୧୯୯୨ ପରଠାରୁ ଭାରତ ଦକ୍ଷିଣ ଆଫ୍ରିକା ସହ ଟେଷ୍ଟ ସିରିଜ ଖେଳୁଛି। କିନ୍ତୁ ଏହି ୩୧ ବର୍ଷ ମଧ୍ୟରେ ଥରେ ହେଲେ ବି ଦଳ ଦକ୍ଷିଣ ଆଫ୍ରିକାକୁ ତା’ ମାଟିରେ ହରାଇ ପାରିନି। ତେଣୁ ୩୧ ବର୍ଷ ଧରି ରହିଥିବା ଅପେକ୍ଷାରେ ଅନ୍ତ ଘଟାଇବା ଲକ୍ଷ୍ୟରେ ରୋହିତବାହିନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ