Masthead

ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ ଆରମ୍ଭ । ଅଷ୍ଟ୍ରେଲିଆକୁ ଟି-୨୦ ସିରିଜରେ ହରାଇବା ପରେ ଦକ୍ଷିଣ ଆଫ୍ରିକାରେ ଟିମ୍ ଇଣ୍ଡିଆ । ସନ୍ଧ୍ୟା ସାଢ଼େ ୭ଟାରେ ଦକ୍ଷିଣ ଆଫ୍ରିକାର କିଙ୍ଗସମିଡରେ ଖେଳାଯିବ ଏହି ମ୍ୟାଚ୍ । ଭାରତୀୟ ଟିମ ଏହି ଗସ୍ତ ଅବସରରେ ୩ଟି ଟି-୨୦, ୩ଟି ଦିନିକିଆ ଓ ଦୁଇଟି ଟେଷ୍ଟ ମ୍ୟାଚ୍ ଖେଳିବ । ହାର୍ଦ୍ଦିକ ପାଣ୍ଡ୍ୟା ଏପର୍ୟ୍ୟନ୍ତ ସୁସ୍ଥ ହୋଇ ନଥିବାରୁ ସୂର୍ଯ୍ୟକୁମାର ଯାଦବ ଟି-୨୦ ସିରିଜରେ ଭାରତୀୟ ଦଳର ନେତୃତ୍ୱ ନେବେ ।

ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ଏହି ଶୃଙ୍ଖଳାରୁ ବିଶ୍ରାମ ଦିଆଯାଇଛି । ଶୁବମନ ଗିଲ୍, କୁଲଦୀପ ଯାଦବ, ମହମ୍ମଦ ସିରାଜ ଓ ରବୀନ୍ଦ୍ର ଜାଡ଼େଜା ଦିନିକଆ ବିଶ୍ୱକପ୍ ପରେ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ରୋହିତଙ୍କ ଅନୁପସ୍ଥିତିରେ କେଏଲ୍ ରାହୁଲ୍ ଦିନିକିଆ ଶୃଙ୍ଖଳାରେ ଭାରତୀୟ ଦଳର ନେତୃତ୍ୱ ନେବେ । ସେପ୍ଣଙ୍କ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଦକ୍ଷିଣ ଆଫି୍ରକାକୁ ଲାଗିଛି ବଡ଼ ଝଟକା । ଦ୍ରୁତ ବୋଲର ଲୁଙ୍ଗି ଏନଗିଡି ଆହତ ହୋଇଥିବାରୁ ଟମ୍ୟାଚରୁ ବାଦ ପଡିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ