Masthead

ଦକ୍ଷିଣ ଆଫ୍ରିକାକୁ ୭୮ ରନରେ ପରାସ୍ତ କଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଦିନିକିଆ ସିରିଜରେ ଭାରତ ଦ୍ୱିତୀୟ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ତୃତୀୟ ଦିନିକିଆରେ ଦକ୍ଷିଣ ଆଫ୍ରିକାକୁ ୭୮ ରନ୍‌ରେ ପରାସ୍ତ କରି ଭାରତ ୨-୧ରେ ଶୃଙ୍ଖଳା ଜିତିଛି। ଏଥି ସହ ଦକ୍ଷିଣ ଆଫ୍ରିକା ମାଟିରେ ଭାରତ ୫ ବର୍ଷ ପରେ ଏକ ଦିନିକିଆ ଶୃଙ୍ଖଳା ବିଜୟର ସଫଳତା ପାଇଛି। ସଂଜୁ ସାମସନଙ୍କ ପ୍ରଥମ ଶତକ ପରେ ଅର୍ଶଦୀପ ସିଂହ (୪/୩୦)ଙ୍କ ନେତୃତ୍ବରେ ଭାରତୀୟ ବୋଲିଂ ବାହିନୀ ଏହି ସଫଳତା ଆଣିଛନ୍ତି। ଭାରତର ୨୯୬ ରନ୍‌କୁ ପିଛା କରି ଘରୋଇ ଦଳ ୨୧୮ ରନ୍‌ରେ ସମସ୍ତ ୱିକେଟ୍‌ ହରାଇ ଦେଇଥିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ