Masthead

କାନାଡା ନାଗରିକଙ୍କ ପାଇଁ ଭାରତ ଭିସା ରଦ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କାନାଡା ଲୋକଙ୍କ ପାଇଁ ଭିସା ସେବା ରଦ୍ଦ କଲା ଭାରତ । ଦୁଇ ଦେଶ ଭିତରେ ଲାଗି ରହିଥିବା ତିକ୍ତତା ଭିତରେ ଭାରତ ତରଫରୁ ଏପରି ବଡ ପଦକ୍ଷେପ ନିଆଯାଇଛି । ଅନିର୍ଦ୍ଧିଷ୍ଟ କାଳ ପାଇଁ ଏହି ଭିସା ସେବାକୁ ରଦ୍ଦ କରଦିଆଯାଇଛି । ଅର୍ଥାତ କାନାଡାରୁ ଭାରତକୁ ଆସିବାକୁ ଥିବା କାନାଡା ନାଗରିକଙ୍କୁ ଏବେ ଭାରତର ଭିସା ଅନିର୍ଦ୍ଧିଷ୍ଟ କାଳ ପାଇଁ ମିଳିପାରିବ ନାହିଁ ।

ଏନେଇ ବିଏଲଏସ ଇଣ୍ଟରନ୍ୟାସନାଲ ୱେବସାଇଟ୍ ଜରିଆରେ ନୋଟିସ୍ ଜାରି କରି ସୂଚନା ଦିଆଯାଇଛି । ମିଳିଥିବା ସୂଚନା ମୁତାବକ, ନୋଟିସରେ ଉଲ୍ଲେଖ କରାଯାଇଛି ଯେ, ପରିଚାଳନା ଗତ କାରଣରୁ ସେପ୍ଟେମ୍ବର ୨୧ ତାରିଖଠାରୁ ଆଗାମୀ ସୂଚନା ପର୍ୟ୍ୟନ୍ତ ଭାରତୀୟ ଭିସା ସେବାକୁ ରଦ୍ଦ କରିଦିଆଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ