Masthead

ଭାରତ ଗ୍ଲୋବାଲ ସାଉଥର ସ୍ୱର: ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜି-୨୦ ଦେଶର ବୈଦେଶିକ ମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତ ହେଉଛି ଗ୍ଲୋବାଲ ସାଉଥର ସ୍ବର। ଏହି ବୈଠକରେ ଏକତା, ଉଦ୍ଦେଶ୍ୟର ଏକତା ଏବଂ କାର୍ୟ୍ୟର ଏକତା ଉପରେ ଗୁରୁତ୍ୱାରୋପ କରାଯାଇଛି। ଜି-୨୦ ବୈଦେଶିକ ମନ୍ତ୍ରୀ ବୈଠକ ଆରମ୍ଭ ପୂର୍ବରୁ ତୁର୍କୀ ଏବଂ ସିରିଆରେ ହୋଇଥିବା ଭୂକମ୍ପରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଏକ ମିନିଟର ନିରବତା ପାଳନ କରାଯାଇଥିଲା।

ଆଜି ଦିଲ୍ଲୀରେ ଜି-୨୦ର ବୈଦେଶିକ ମନ୍ତ୍ରୀଙ୍କ ବୈଠକ ଅନୁଷ୍ଠିତ ହେଉଛି। ବୈଠକ ପୂର୍ବରୁ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଜର୍ମାନୀର ବୈଦେଶିକ ମନ୍ତ୍ରୀ ଅନ୍ନାଲିନା ବାଏବୋକଙ୍କୁ ସ୍ବାଗତ କରିଥିଲେ। ଏହି ବୈଠକରେ ଯୋଗ ଦେବାକୁ ସାଉଦି ଆରବ, ଚାଇନା, ଇଣ୍ଡୋନେସିଆ, ସ୍ପେନ ଏବଂ କ୍ରୋଏସିଆର ବୈଦେଶିକ ମନ୍ତ୍ରୀମାନେ ଭାରତରେ ପହଞ୍ଚିଛନ୍ତି।ଏଥିରେ ୪୦ ଦେଶର ପ୍ରତିନିଧି ଯୋଗଦେବେ । ୧୩ ଅନ୍ତର୍ଜାତୀୟ ସଙ୍ଗଠନ ମଧ୍ୟ ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା