Masthead

କର ବା ମର ସ୍ଥିତିରେ ଭାରତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଥମ ଦିନିକିଆ ହାରିବା ପରେ ସଙ୍କଟରେ ଭାରତ । ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଅଷ୍ଟ୍ରେଲିଆ ୧-୦ରେ ଆଗୁଆ ରହିଛି । ରବିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚରେ ବିଜୟ ହୋଇ ସିରିଜକୁ ଫେରିବା ଲକ୍ଷ୍ୟରେ ରହିବ ବିରାଟ ବାହିନୀ । ଦଳ ଯଦି ପରାଜୟ ବରଣ କରେ ତେବେ ସିରିଜ ହାତରୁ ଖସିଯିବ ।
ପ୍ରଥମ ମ୍ୟାଚରେ ଭାରତର ବୋଲିଂ ପ୍ରଦର୍ଶନ ଭଲ ନ ଥିଲା । ପାଞ୍ଚ ଜଣ ବୋଲରଙ୍କୁ ନେଇ ମଇଦାନକୁ ଓହ୍ଲାଇଥିବା ବିରାଟ ବାହିନୀ ହାତରେ ବିକଳ୍ପ ବୋଲର ନ ଥିବା ହାରିବାର ମୁଖ୍ୟ କାରଣ ବୋଲି କ୍ରିକେଟ ବିଶେଷଜ୍ଞମାନେ ମତ ଦେଇଛନ୍ତି । ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବୋଲିଂ ନ କରିବା ଦଳର ବୋଲିଂକୁ ପ୍ରଭାବିତ କରିଥିବା ମଧ୍ୟ ପ୍ରଶଂସକମାନେ ମତ ରଖିଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ