Masthead

ମୁହାଁମୁହିଁ ହେବେ ଭାରତ-ବାଂଲାଦେଶ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ସୁପର୍-୪ର ଶେଷ ମୁକାବିଲା । ମୁହାଁମୁହିଁ ହେବେ ଭାରତ ଓ ବାଂଲାଦେଶ । ଭାରତ ଫାଇନାଲରେ ପହଂଚି ସାରିଥିବା ବେଳେ ବାଂଲାଦେଶ ଫାଇନାଲରୁ ବାଦ ପଡିଛି । ଏହି ମ୍ୟାଚ କେବଳ ଔପଚାରିକତା ପୂରଣ କରିବା ପାଇଁ ଖେଳାଯିବ । ଆଉ ୨୦ ଦିନ ପରେ ବିଶ୍ୱ କପ୍ ଥିବାରୁ ଏହି ମ୍ୟାଚରେ ଅନ୍ୟ କିଛି ଖେଳାଳିଙ୍କୁ ଖେଳାଇ ସେମାନଙ୍କ ଦକ୍ଷତା ପରଖିବାକୁ ଉଭୟ ଦଳ ଚାହିଁବେ । ସୁପର୍-୪ରେ ୨ଟି ଯାକ ମ୍ୟାଚ୍ ହାରିଥିବା ବାଂଲାଦେଶ ବିଶ୍ୱକପ୍ ପୂର୍ବରୁ ନିଜର ସାମର୍ଥ୍ୟ ପରୀକ୍ଷା କରିବାକୁ ମଇଦାନକୁ ଓହ୍ଲାଇବ । ସୁପର-୪ରେ ଦୁଇଟିଯାକ ମ୍ୟାଚ୍‌ ଜିତି ଭାରତ ପ୍ରଥମ ଦଳ ଭାବେ ଫାଇନାଲ୍‌ରେ ସ୍ଥାନ ପକ୍କା କରିସାରିଛି । ତେଣୁ କିଛି ପ୍ରମୁଖ ଖେଳାଳିଙ୍କୁ ଫାଇନାଲ୍‌ ପର୍ୟ୍ୟନ୍ତ ଫିଟ୍‌ ରହିବାକୁ ବିଶ୍ରାମ ଦିଆଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ