Masthead

ଆଜି ଭାରତ-ଆୟରଲାଣ୍ଡ ଦ୍ୱିତୀୟ ଟି-୨୦ ମ୍ୟାଚ୍‌

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ଆଜି ଭାରତ-ଆୟରଲାଣ୍ଡ ଦ୍ୱିତୀୟ ଟି-୨୦ ମ୍ୟାଚ । ଆୟରଲାଣ୍ଡ ବିପକ୍ଷ ଦ୍ବିତୀୟ ଟ୍ବେଣ୍ଟି-୨୦ ସହିତ ଭାରତ ଶୃଙ୍ଖଳା ବିଜୟ ଉପରେ ନଜର ପକାଇଛି। ପ୍ରଥମ ଟି-୨୦ମ୍ୟାଚରେ ବର୍ଷାବାଧାପ୍ରାପ୍ତ ହେବାରୁ ପ୍ରଥମ ମ୍ୟାଚ୍‌କୁ ମାତ୍ର ୨ ରନ୍‌ରେ ଜିତି ଯଶପ୍ରୀତ ବୁମରାଙ୍କ ଦଳ ୧-୦ରେ ଆଗୁଆ ରହିଛି। ରବିବାର ମ୍ୟାଚ୍‌ ଜିତିଗଲେ ଭାରତ ଏହି ୩ ମ୍ୟାଚ୍‌ ଶୃଙ୍ଖଳାକୁ ଯିତିଯିବ। ୧୧ ମାସ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଆସିଥିବା ବୁମରା ପ୍ରଥମ ଓଭରରେ ୨ ୱିକେଟ୍‌ ନେଇ ଚମତ୍କାର ଢଙ୍ଗରେ ପ୍ରତ୍ୟାବର୍ତନ କରିଥିବାରୁ ଦଳର ମନୋବଳ ମଧ୍ୟ ଉଚ୍ଚରେ ରହିଛି। ଅନ୍ୟପକ୍ଷେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ଜିତିବା ପାଇଁ ଆୟରଲାଣ୍ଡ ପ୍ରତ୍ୟାବର୍ତ୍ତନ କରିବାକୁ ପ୍ରୟାସ କରିବ। ପ୍ରଥମ ମ୍ୟାଚରେ ଆୟରଲାଣ୍ଡ ଟପ୍‌ ଅର୍ଡର ବିଫଳ ହୋଇଥିବା ବେଳେ ବରିଷ୍ଠ ଖେଳାଳିଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବାକୁ ପଡିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା