Masthead

ଆଜି ଭାରତ ଓ ୱେଷ୍ଟଇଣ୍ଡିଜ ୩ୟ ଟି-୨୦ ମ୍ୟାଚ; ଭାରତ ପାଇଁ କର ବା ମର ପରସ୍ଥିତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଭାରତ ଓ ୱେଷ୍ଟଇଣ୍ଡିଜ ୩ୟ ଟି-୨୦ ମ୍ୟାଚ । । ୫ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ୨ ଟି ମ୍ୟାଚ ଭାରତ ପରାଜିତ ହୋଇଥିବାରୁ ଆଜିର ମ୍ୟାଚ ଟିମ ଇଣ୍ଡିଆ ପାଇଁ ବେଶ ଗୁରୁତ୍ବପୂର୍ଣ୍ଣ । କାରଣ ଆହୁରି ଦୁଇଟି ମ୍ୟାଚ ବାକି ଥିଲେ ବି ଆଜିର ମ୍ୟାଚରେ ବିଜୟୀ ହେଲେ ହିଁ ଭାରତର ସିରିଜ ବିଜୟ ଆଶା ଉଜ୍ଜିବୀତ ରହିବ । ତେଣୁ ଭାରତ ପାଇଁ କର ବା ମର ପରସ୍ଥିତି ହୋଇଛି। ଆଜିର ମ୍ୟାଚ ଯଦି ଭାରତ ସପକ୍ଷରେ ନଯାଏ ତେବେ ସିରିଜ ହାତେଇବ ୱେଷ୍ଟଇଣ୍ଡିଜ୍‌ ।

ଓ୍ବେଷ୍ଟଇଣ୍ଡିଜ ଦୁଇ ମ୍ୟାଚ ଜିତି ୨-୦ ରେ ଆଗୁଆ ରହିଛି । ୨୦୧୬ ପରଠାରୁ ୱେଷ୍ଟଇଣ୍ଡିଜ ସହ ଖେଳା ଯାଇଥିବା କୌଣସି ଟି-୨୦ ସିରିଜରେ ଭାରତ କେବେବି ପରାଜିତ ହୋଇନାହିଁ । ତେଣୁ ଏତେ ସହଜରେ ୫ ମ୍ୟାଚ ବିଶିଷ୍ଟ ସିରିଜକୁ ଓ୍ବେଷ୍ଟଇଣ୍ଡିଜକୁ ହାତେଇବାକୁ ଦେବା ନାହିଁ ଭାରତ । ଦୁଇଟି ମ୍ୟାଚ ହାରିଥିଲେ ବି ଆଜିର ମ୍ୟାଚରେ ଦମଦାର ପ୍ରଦର୍ଶନ କରି ଟିମ୍‌ ଇଣ୍ଡିଆ ଫର୍ମକୁ ଫେରିବ ବୋଲି ଆଶା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା