Masthead

ଇଣ୍ଡିଆ ଦେଶରେ ଏକଛତ୍ରବାଦୀ ଶାସନକୁ ପରାସ୍ତ କରିବ: ସଞ୍ଜୟ ରାଉତ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ):  ବିଜେପକୁ ଟାର୍ଗେଟ କରିଛନ୍ତି ଶିବସେନା ନେତା ସଞ୍ଜୟ ରାଉତ । କହିଛନ୍ତି ଇଣ୍ଡିଆ ଦେଶରେ ଏକଛତ୍ରବାଦୀ ଶାସନକୁ ପରାସ୍ତ କରିବ । ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବ ଇଣ୍ଡିଆ ନିଷ୍ପତ୍ତି ନେବ। ଦେଶରୁ ଭାଜପାର ଶାସନ ଲୋପ ହେବାର ସମୟ ପାଖେଇ ଆସିଲା ବୋଲି ସେ କହିଛନ୍ତି । ୨୬ ଟି ବିରୋଧୀ ଦଳ ଏକାଠି ହୋଇ ଇଣ୍ଡିଆନ ନ୍ୟାଶନାଲ ଡେମୋକ୍ରାଟିକ ଇନକ୍ଲୁସିଭ ଆଲାଏନ୍ସ(ଇଣ୍ଡିଆ) ଗଠନ କରିବା ପରେ ଏବେ ଶାସକ ଦଳ ଭାଜପାର ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ) କଥା ମନେ ପଡିଛି। ୨୦୨୪ ଲୋକସଭା ନିର୍ବାଚନରେ ବିଜେପିର ମୁକାବିଲା କରିବା ପାଇଁ ଇଣ୍ଡିଆର ପରବର୍ତ୍ତୀ ବୈଠକ ମୁମ୍ବାଇରେ ଅନୁଷ୍ଠିତ ହେବ ବୋଳଇ ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ