Masthead

ଅକ୍ଟୋବରରୁ ଭାରତ କରିବ ଟିକା ରପ୍ତାନି

(ବଡ଼ ଖବର ବ୍ୟୁରୋ): ଅକ୍ଟୋବରରୁ ଭାରତ ଟିକା ରପ୍ତାନି କରିବ । ଦେଶରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ‘ଟିକା ମୈତ୍ରୀ’ ଅଭିଯାନ । ବଳକା ଟିକାକୁ ଆସନ୍ତା ମାସରୁ ରପ୍ତାନି । ଟିକାକୁ ସାହାଯ୍ୟ ଆକାରରେ ଦିଆଯିବ ବୋଲି ସରକାର ଘୋଷଣା କରିଛନ୍ତି। ବିଶ୍ବର ସବୁଠୁ ଅଧିକ ମାତ୍ରାର ଟିକା ଭାରତରେ ପ୍ରସ୍ତୁତ ହେଉଛି।

ତେବେ ସଂକ୍ରମଣ ବଢ଼ିବାରୁ ଦେଶ ପ୍ରଥମେ ନିଜ ଲୋକଙ୍କୁ ଟିକାକରଣ କରିବାପାଇଁ ଗତ ଏପ୍ରିଲରେ ଟିକା ରପ୍ତାନି ବନ୍ଦ କରିଦେଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆମେରିକା ଗସ୍ତର ଦିନକ ପୂର୍ବରୁ ‌କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମଣ୍ଡଭିୟା ଏହା ଘୋଷଣା କରିଛନ୍ତି। ଏବେ ଟିକା ମୈତ୍ରୀ ଅଭିଯାନ ପୁଣିଥରେ ଆରମ୍ଭ ହେବ ବୋଲି ମଣ୍ଡଭିୟା ଘୋଷଣା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ