Masthead

ଅକ୍ଟୋବରରୁ ଭାରତ କରିବ ଟିକା ରପ୍ତାନି

(ବଡ଼ ଖବର ବ୍ୟୁରୋ): ଅକ୍ଟୋବରରୁ ଭାରତ ଟିକା ରପ୍ତାନି କରିବ । ଦେଶରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ‘ଟିକା ମୈତ୍ରୀ’ ଅଭିଯାନ । ବଳକା ଟିକାକୁ ଆସନ୍ତା ମାସରୁ ରପ୍ତାନି । ଟିକାକୁ ସାହାଯ୍ୟ ଆକାରରେ ଦିଆଯିବ ବୋଲି ସରକାର ଘୋଷଣା କରିଛନ୍ତି। ବିଶ୍ବର ସବୁଠୁ ଅଧିକ ମାତ୍ରାର ଟିକା ଭାରତରେ ପ୍ରସ୍ତୁତ ହେଉଛି।

ତେବେ ସଂକ୍ରମଣ ବଢ଼ିବାରୁ ଦେଶ ପ୍ରଥମେ ନିଜ ଲୋକଙ୍କୁ ଟିକାକରଣ କରିବାପାଇଁ ଗତ ଏପ୍ରିଲରେ ଟିକା ରପ୍ତାନି ବନ୍ଦ କରିଦେଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆମେରିକା ଗସ୍ତର ଦିନକ ପୂର୍ବରୁ ‌କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମଣ୍ଡଭିୟା ଏହା ଘୋଷଣା କରିଛନ୍ତି। ଏବେ ଟିକା ମୈତ୍ରୀ ଅଭିଯାନ ପୁଣିଥରେ ଆରମ୍ଭ ହେବ ବୋଲି ମଣ୍ଡଭିୟା ଘୋଷଣା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ