Masthead

ଆମେରିକା ସହ ଭାରତ କରିବ ଚୁକ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଆମେରିକାର ମିଳିତ ସଂସଦରେ ଉଦବୋଧନ ଦେବେ । ପରେ ସନ୍ଧ୍ୟାରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ତାଙ୍କ ପତ୍ନୀ ଜିଲ ବାଇଡେନଙ୍କ ପକ୍ଷରୁ ଆୟୋଜିତ ରାତ୍ରୀଭୋଜନରେ ଯୋଗଦେବେ । ମୋଦୀଙ୍କ ଏହି ଗସ୍ତରେ ଆମେରିକା ସହ ପ୍ରତିରକ୍ଷା ଓ ବାଣିଜ୍ୟିକ ସମେତ ବିଭିନ୍ନ ଦ୍ୱିପାକ୍ଷିକ ଚୁକ୍ତି ସ୍ୱାକ୍ଷର ହେବ ।

ଗତକାଲି ମୋଦୀ ଟେସଲା ମୁଖ୍ୟ ଏଲନ ମସ୍କଙ୍କ ସମେତ ବିଭିନ୍ନ କମ୍ପାନୀର ସିଇଓଙ୍କ ସହ ଆଲୋଚନା କରିଥିଲେ । ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ସରକାରୀ ବିଦେଶ ଗସ୍ତ । ଭାରତକୁ ପୁଞ୍ଜି ନିବେଶ ପାଇଁ ଆଲୋଚନା ହୋଇଥିବା ସୂଚନା ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା