Masthead

ଟିମ ଇଣ୍ଡିଆର ଐତିହାସିକ ବିଜୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବ୍ରିସବେନରେ ଭାରତର ଐତିହାସିକ ବିଜୟ । ଆଜି ଭାରତ- ଅଷ୍ଟ୍ରେଲିଆ ୪ର୍ଥ ଟେଷ୍ଟ ମ୍ୟାଚରେ ଭାରତର ଦମଦାର ବିଜୟ ହୋଇଛି । ଦୀର୍ଘ ୭୦ ବର୍ଷ ହେବ ବ୍ରିସବେନରେ ଅଷ୍ଟ୍ରେଲିଆ କୋଣସି ମ୍ୟାଚ ହାରି ନଥିଲା । ମାତ୍ର ଏହି ରେକର୍ଡକୁ ଆଜି ଭାରତୀୟ ଟିମ ଭାଙ୍ଗିଛି । ଆଜି କଙ୍ଗାରୁକୁ ଧୂଳି ଚଟାଇଛି ଭାରତ । ଘରୋଇ ମାଟିରେ କଙ୍ଗାରୁକୁ ମାତ ଦେଇଛି ଟିମ୍ ଇଣ୍ଡିଆ । ଅଷ୍ଟ୍ରେଲିଆକୁ ୩ ୱିକେଟରେ ହରାଇ ଟିମ ଇଣ୍ଡିଆ ବିରାଟ ବିଜୟ ହାସଲ କରିଛି । ବ୍ରିସବେନରେ ବିଜୟ ସହ ସିରିଜ କବ୍ଚା କରିଛି ଭାରତ । ଏହି ବିଜୟ ସହ ଲଗାତାର ଭାବରେ ୩ ଥର ବର୍ଡର-ଗାଭାସ୍କର ଟ୍ରଫି ନିଜ ପାଖରେ ରଖିବ ଭାରତ । ଏଥିପାଇଁ ସବୁ ମହଲରୁ ଶଭେଚ୍ଛାର ସୁଅ ଛୁଟୁଛି । ଶେଷରେ ଇତିହାସ ସୃଷ୍ଟି କରିଛି ରାହାଣେ ବାହିନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’