Masthead

ଇନିଂସ ଓ ୧୪୧ ରନରେ ୱେଷ୍ଟଇଣ୍ଡିଜକୁ ହରାଇଲା ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଇଣ୍ଡିଆ-ୱେଷ୍ଟଇଣ୍ଡିଜ୍ ଟେଷ୍ଟ ମ୍ୟାଚ । ପ୍ରଥମ ଟେଷ୍ଟରେ ବାଜି ମାରିଲା ଟିମ୍ ଇଣ୍ଡିଆ। ଇନିଂସ ଏବଂ ୧୪୧ ରନ୍‌ର ବିଶାଳ ବ୍ୟବଧାନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ଭାରତ ବିଜୟୀ ହୋଇଛି । ବ୍ୟାଟିଂ ପରେ ଭାରତର ଜବରଦସ୍ତ ବୋଲିଂ ଆଗରେ ଧରାଶାୟୀ ହୋଇଛି ୱେଷ୍ଟଇଣ୍ଡିଜ୍ ଟିମ୍ । ଦ୍ୱିତୀୟ ଇନିଂସରେ ମାତ୍ର ୧୩୦ ରନ୍‌ରେ ୱେଷ୍ଟଇଣ୍ଡିଜ୍ ଅଲ୍ ଆଉଟ୍ ହୋଇଛି । ଭାରତ ପକ୍ଷରୁ ଆର. ଅଶ୍ୱିନୀ ସର୍ବାଧିକ ୭ଟି ୱିକେଟ୍ ଅକ୍ତିଆର କରିଥିବା ବେଳେ ମୋଟ ୧୨ ଟି ୱିକେଟ୍ ହାସଲ କରିଛନ୍ତି ଆର. ଅଶ୍ୱିନୀ । ସେହିଭଳି ଦ୍ୱିତୀୟ ଇନିଂସରେ ରବୀନ୍ଦ୍ର ଜାଡେଜା ୩ଟି ୱିକେଟ୍ ନେଇଥିବା ବେଳେ ମୋଟ ପରେ ସେ ୫ଟି ୱିକେଟ୍ ହାସଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ