Masthead

ବିରାଟଙ୍କ ବାର୍ଥ ଡେରେ ଭାରତର ବିଜୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଟିଟ୍ୱେଣ୍ଟି ବିଶ୍ୱକପରେ ଭାରତର ବିଜୟ । ୮ ୱିକେଟରେ ଜିତିଲା ଭାରତ । ସ୍କଟଲାଣ୍ଡ କରିଥିଲା ୮୫ ରନ୍ । ମାତ୍ର ୨ ୱିକେଟ ହରାଇ ଜିତିଲା ଭାରତ । ସାମି, ଜାଡେଜାଙ୍କୁ ୩ଟି ଲେଖାଏଁ ୱିକେଟ । ବୁମରାଙ୍କୁ ୨, ଅଶ୍ୱିନୀଙ୍କୁ ଗୋଟିଏ ୱିକେଟ୍ । କେ.ଏଲ ରାହୁଲଙ୍କ ୧୯ ବଲରୁ ୫୦ ।

ରୋହିତ ଶର୍ମାଙ୍କ ୩୦ ରନ୍ । ବିରାଟଙ୍କ ଜନ୍ମଦିନରେ ଭାରତର ବିଜୟ । ନେଟ୍ ରନ୍ ରେଟରେ ଭାରତ ନିଜ ଗ୍ରୁପରେ ଶୀର୍ଷରେ ରହିଛି। ଯଦି ଆଫଗାନିସ୍ତାନ ନ୍ୟୁଜିଲାଣ୍ଡକୁ ହରାଇ ଦିଏ ତେବେ ଭାରତ ସେମିଫାଇନାଲକୁ ଯାଇପାରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି