Masthead

ପୁରୁଷ ଟ୍ରାପ ଟିମ ଇଭେଣ୍ଟରେ ସ୍ୱର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚୀନରେ ଚାଲିଥିବା ଏସୀୟ କ୍ରୀଡାରେ ପୁଣି ସୁଟିଂରେ ଭାରତକୁ ମିଳିଛି ଆଉ ଏକ ସଫଳତା ।ସୁଟିଂରେ ଆଉ ଏକ ସ୍ୱର୍ଣ୍ଣ ପଦକ ଜିତିଛି ଭାରତ ।ପୁରୂୁଷ ଟ୍ରାପ ଇଭେଣ୍ଟରେ ସ୍ୱର୍ଣ୍ଣ ଜିତିଛି ଭାରତ । ସେହିଭଳି ମହିଳା ଟ୍ରାପ ଇଭେଣ୍ଟରେ ରୋପ୍ୟ ପଦକ ମିଳିଛି । ଏହା ସହିତ ଭାରତର ପଦକ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି । ଯେଉଁଥିରେ ୧୧ଟି ସ୍ୱର୍ଣ୍ଣ ପଦକ ରହିଛି । ୩୬୧ ସ୍କୋର ସହ ରେକର୍ଡ କରି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।ପୁରୂୁଷ ଟ୍ରାପ ଇଭେଣ୍ଟରେ କାଇନାନ ଚେନାଇ,ଜୋରାଭର ସିଂ, ପୃଥ୍ୱିରାଜ ଟୋଣ୍ଡାଇମାନ,ସୁର୍ଣ୍ଣିମ ସଫଳତା ଅର୍ଜ୍ଜନ କରିଛନ୍ତି । ବିଶେଷ କରି ଏସୀୟ କ୍ରିଡାରେ ସୁଟିଂରେ ବା ବନ୍ଧୁକ ଚାଳନାରେ କମାଳ କରିଛନ୍ତି ଭାରତୀୟ । ଭାରତକୁ ସର୍ବାଧିକ ପଦକ ସୁଟିଂରେ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ