Masthead

ମଣିପୁର ହିଂସା ରୋକିବାରେ ବାଧା ସୃଷ୍ଟି କରୁଛନ୍ତି ସ୍ଥାନୀୟ ମହିଳା

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ହିଂସାରେ ଜଳୁଛି ମଣିପୁର । ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ଚାଲିଛି ଅହରହ ଉଦ୍ୟମ । ତଥାପି ଫେରୁନି ଶାନ୍ତି । ସେପଟେ ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ଚେଷ୍ଟା କରାଯାଉଥିବାବେଳେ ସ୍ଥାନୀୟ ମହିଳାମାନେ ବାଧା ସୃଷ୍ଟି କରୁଥିବା କହିଛନ୍ତି ଭାରତୀୟ ସେନା । ଭାରତୀୟ ସେନା ଟ୍ୱିଟ କରି ଏହି ସୂଚନା ଦେଇଛି। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ସୁରକ୍ଷା ବଳ ୧୨ଟି ବଙ୍କର ଧ୍ୱଂସ କରିବା ସହ ୬ଟି ମୋର୍ଟାଲ ସେଲ୍ ଜବତ କରିଛି।

ତଲାସି ସମୟରେ ସାହୁମ୍ଫାଇସ୍ଥିତ ଏକ ଧାନଜମିରୁ ୩ଟି ୫୧ ଏମ୍‌ଏମ୍ ଏବଂ ଅନ୍ୟ ୩ଟି ୮୪ଏମ୍‌ଏମ୍ ମୋର୍ଟାଲ ସେଲ୍ ମିଳିଥିଲା। ବିଷ୍ଣୁପୁର ଜିଲାର କାଙ୍ଗଭାଇ ଏବଂ ଏସ୍. କୋଟଲିଆନ୍ ଗ୍ରାମ ନିକଟରୁ ଆଇଇଡି ଜବତ ହୋଇଛି। ମଣିପୁର ହିଂସାକାଣ୍ଡ ଆରମ୍ଭ ହେବା ଦିନରୁ ବର୍ତ୍ତମାନ ସୁଦ୍ଧା ୧,୧୦୦ ଅସ୍ତ୍ରଶସ୍ତ୍ର, ୧୩,୭୦୨ ଗୁଳିଗୋଳା ଓ ୨୫୦ ବୋମା ଜବତ ହେଲାଣି। ହିଂସା ମାମଲାରେ ପୋଲିସ ୧୩୫ ଜଣଙ୍କୁ ଗିରଫ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା