Masthead

ବକ୍ସିଂରୁ ଅବସର ନେଲେ ମ୍ୟାରି କମ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମ୍ୟାରି କମ୍‌ଙ୍କ ଅବସର । ବକ୍ସିଂରୁ ଅବସର ନେଲେ ୬ ଥରର ବିଶ୍ବ ବିଜେତା ମ୍ୟାରି କମ୍‌ ଆଇବିଏର ବୟସ କଟକଣା ପାଇଁ ଅବସର ଘୋଷଣା କଲେ । ୪୦ ଟପିଲେ ଏଲିଟ ସ୍ତରୀୟ ପ୍ରତିଯୋଗିତା ବାରଣ ପାଇଁ ସନ୍ୟାସ । ମେରି କମ୍ କହିଛନ୍ତି ଯେ ଇଛାଶକ୍ତି କମି ନ ଥିଲେ ୪୧ ହୋଇଥିବାରୁ ଅବସର ନେଉଛି । କିନ୍ତୁ ଏବେ ବି ତାଙ୍କ ପାଖରେ ସର୍ବୋଚ୍ଚ ସ୍ତରରେ ପ୍ରତିଦ୍ୱନ୍ଦ୍ୱିତା କରିବାର ମନୋବଳ ରହିଛି ବୋଲି ସେ କହିଛନ୍ତି ।

ମେରି କମ୍ ୮ଟି ବିଶ୍ୱ ଚାମ୍ପିୟନଶିପ୍ ପଦକ, ୭ଟି ଏସୀୟ ଚାମ୍ପିୟନଶିପ୍ ପଦକ, ୨ଟି ଏସୀୟ କ୍ରୀଡ଼ା ପଦକ ଏବଂ ଗୋଟିଏ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ୨୦୧୨ରେ ଲଣ୍ଡନ ଅଲିମ୍ପିକ୍ସରେ ୫୧ କେଜି ବର୍ଗରେ କାଂସ୍ୟ ପଦକ ଜିତି ମହିଳା ବକ୍ସିଂରେ ଅଲିମ୍ପିକ୍ସ ପଦକ ଜିତିବାରେ ପ୍ରଥମ ଭାରତୀୟ ବକ୍ସର ହୋଇଥିଲେ ମେରି କମ୍ । ଅଲିମ୍ପିକ୍ସରେ ପଦକ ଜିତିବା ପୂର୍ବରୁ ସେ ୫ ଥର ବିଶ୍ୱ ବିଜେତା ହୋଇସାରିଥିଲେ । ୬ ଥରର ବିଶ୍ୱ ବିଜେତା ମେରି କମ୍ ଶେଷ ଥର ପାଇଁ ସର୍ବୋଚ୍ଚ ସ୍ତରରେ ପଦକ ଜିତିଥିଲେ ୨୦୨୧ରେ । ଏସିଆନ୍ ଚାମ୍ପିୟନସିପରେ ରୌପ୍ୟ ପଦକ ସେ ଜିତିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା