Masthead

ଅଲିମ୍ପିକ୍ସ ପୁରୁଷ ହକି ସେମିଫାଇନାଲରେ ଭାରତ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଲିମ୍ପିକ୍ସ ପୁରୁଷ ହକି ସେମି ଫାଇନାଲରେ ଭାରତ । କ୍ୱାଟର୍ସରେ ଗ୍ରେଟ୍ ବ୍ରିଟେନକୁ ହରାଇ ସେମିରେ ପ୍ରବେଶ କରିଛି ଭାରତ । ସୁଟ୍ ଆଉଟରେ ୪-୨ ଗୋଲରେ ଗ୍ରେଟ ବ୍ରିଟେନ ବିପକ୍ଷରେ ଜିତିଲା ଭାରତ । ନିର୍ଦ୍ଧାରିତ ସମୟରେ ୧-୧ ଗୋଲରେ ଡ୍ର ହୋଇଥିଲା ମ୍ୟାଚ । ସୁଟ ଆଉଟ ଗୋଲ ବେଳେ ଚମତ୍କାର ପ୍ରଦର୍ଶନ କରିଥିଲେ ଗୋଲକିପର ଶ୍ରୀଜେଶ । ଏହି ବିଜୟ ସହ ଭାରତ ଏବେ ସେମିଫାଇନାଲରେ ପ୍ରବେଶ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର