Masthead

୧୨ ଘଣ୍ଟାର ଲମ୍ବା ଅପରେସନ, ଲୁଟେରାଙ୍କ କବଳରୁ ୨୩ ପାକିସ୍ତାନୀଙ୍କୁ ଉଦ୍ଧାର କଲା ଭାରତୀୟ ନୌସେନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୧୨ ଘଣ୍ଟାର ଲମ୍ବା ଅପରେସନ ପରେ ସୋମାଲିଆ ଲୁଟେରାଙ୍କଠୁ ୨୩ ପାକିସ୍ତାନୀ ନାଗରିକ ଉଦ୍ଧାର । ସେମାନଙ୍କୁ ଉଦ୍ଧାର କରିଛି ଭାରତୀୟ ନୌସେନା। ଏହାସହ ଭାରତୀୟ ନୌସେନା ପାଖରେ ଆତ୍ମସର୍ମପଣ କରିଛନ୍ତି ଲୁଟେରା। ମାର୍ଚ୍ଚ୨୮ ତାରିଖରେ ଆରବ ସାଗରରେ ଇରାନର ଫିସିଂ ଭେସଲରେ ୨୩ ପାକିସ୍ତାନୀ ନାଗରିକଙ୍କୁ ସୋମାଲିଆ ଲୁଟେରା ଅପହରଣ କରି ନେଇଥିଲେ। ଗତକାଲି ଭାରତୀୟ ନୌସେନା ନିକଟକୁ ଏନେଇ ଖବର ଆସିଥିଲା।

ପରେ ପାକିସ୍ତାନୀ ନାଗରିକଙ୍କୁ ଉଦ୍ଧାର କରିବା ପାଇଁ ବାହାରିଥିଲା ଭାରତୀୟ ନୌସେନା। ୧୨ ଘଣ୍ଟାର ଲମ୍ବା ଅପରେସନ ପରେ ଆଇଏନଏସ ତ୍ରିଶୂଳ ସାହାଯ୍ୟରେ ଜାହାଜରେ ଥିବା ଲୁଟେରାଙ୍କ ଆତ୍ମସମର୍ପଣ କରିବାକୁ ବାଧ୍ୟ କରିଥିଲା ଭାରତୀୟ ନୌସେନା। ପରେ ଜାହାଜରୁ ୨୩ ଜଣ ପାକିସ୍ତାନୀ କ୍ରୁ୍ୟ ମେମ୍ବରଙ୍କୁ ଉଦ୍ଧାର କରାଯାଇଥିଲା। ପରେ ପୂରା ଅଞ୍ଚଳକୁ ଲୁଟେରା ମୁକ୍ତ କରିବା ପାଇଁ ଉଦ୍ୟମ ଆରମ୍ଭ କରିଚି ଭାରତୀୟ ନୌସେନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ